ଗତକାଲି ଆମେରିକାରେ ଟେକ୍ସାସ୍ର ରାଉଣ୍ଡ ରକ୍ ପାର୍କ ଓ ମିସିଗାନ୍ର ୱାଟର ପାର୍କରେ ଗଣ-ଗୁଳିକାଣ୍ଡ ଘଟିଛି। ଏଥିରେ ଦୁଇଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ତିନି ଶିଶୁଙ୍କ ସହ ୧୬ ଆହତ ହୋଇଛନ୍ତି। ଗତକାଲି ସଂଧ୍ୟାରେ ଟେକ୍ସାସ୍ ରାଉଣ୍ଡ୍ ରକ୍ ପାର୍କରେ ଏକ ଉତ୍ସବ ଆୟୋଜିତ ହୋଇଥିଲା। ରାତି ପ୍ରାୟ ୧୧ଟା ବେଳେ ସେଠାରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ଘଟିଥିଲା। ଏହି ସମୟରେ ଜଣେ ବନ୍ଧୁକଧାରୀ ଲୋକଙ୍କ ଉପରକୁ ଆଖିବୁଜା ଗୁଳି ଚଳାଇଥିଲା। ଏଥିରେ ଦୁଇଜଣଙ୍କ ମୃତ୍ୟୁ ଘଟିଛି। ଦୁଇ ଶିଶୁଙ୍କ ସହ ୬ ଜଣ ଆହତ ହୋଇଛନ୍ତି ବୋଲି ରାଉଣ୍ଡ୍ ରକ୍ ପୁଲିସ୍ ମୁଖ୍ୟ ଆଲେନ୍ ବ୍ୟାଙ୍କ୍ ସୂଚନା ଦେଇଛନ୍ତି। ତେବେ ଗୁଳିଚଳାଇଥିବା ଅଭିଯୁକ୍ତଜଣକ ପୁଲିସ୍କୁ ଚକମା ଦେଇ ଘଟଣାସ୍ଥଳରୁ ଫେରାର୍ ହେବାରେ ସକ୍ଷମ ହୋଇଛି।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post