ସିରିଆ ସୀମା ନିକଟ ଉତ୍ତରପୂର୍ବ ଜୋର୍ଡ଼ାନରେ ଆମେରିକୀୟ ସେନା କ୍ୟାମ୍ପ ଉପରେ ଏହି ଡ୍ରୋନ୍ ଆକ୍ରମଣ ହୋଇଥିଲା । ଇସରାଏଲ ଏବଂ ହମାସ ମଧ୍ୟରେ ଜାରି ରହିଥିବା ଯୁଦ୍ଧ ପରେ ପ୍ରଥମ ଥର ପାଇଁ ଆମେରିକୀୟ ସୈନିକଙ୍କୁ ଟାର୍ଗେଟ କରାଯାଇଛି । ଏହି ଆକ୍ରମଣରେ ୩ ଜଣ ଆମରିକୀୟ ସୈନିକଙ୍କ ମୃତ୍ୟୁକୁ ନେଇ ଶୋକ ପ୍ରକାଶ କରି ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ବାଇଡେନ୍ । ଏଥିପାଇଁ ଇରାନକୁ ଦାୟି କରିଲା ଆମେରିକା । ଏହା ସହ ଇରାନ ସମର୍ଥିତ ଆତଙ୍କବାଦୀ ଗୋଷ୍ଠୀ ଏହି ଆକ୍ରମଣ କରିଥିବା କହିଛି । ତେବେ ଏହି ଘଟଣାକୁ ନିନ୍ଦା କରିବା ସହ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଲେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ ।
Trending
- ଧର୍ମଶାଳା ପରେ ବଡ଼ଚଣାରେ ବିଜେଡିକୁ ଝଟ୍କା
- ଆମେ ଆମର ନୈତିକ ମୂଲ୍ୟବୋଧର ସ୍ତରକୁ ତଳକୁ ଖସିଯିବାକୁ ଦେବା ଉଚିତ ନୁହେଁ
- ମହିଳା ନିଯୁକ୍ତି ହାର ଦ୍ୱିଗୁଣିତ ହୋଇଛି
- ଖେଲୋ ଇଣ୍ଡିଆ ଜଳ କ୍ରୀଡ଼ା ମହୋତ୍ସବ
- ରାଜ୍ୟ ସରକାରଙ୍କ ପକ୍ଷରୁ ‘ଆମ ଶାସନ’ ବ୍ୟବସ୍ଥା ଆରମ୍ଭ
- ରାଜ୍ୟ କ୍ୟାବିନେଟ ବୈଠକରେ ୪ ଟି ପ୍ରସ୍ତାବକୁ ମିଳିଛି ଅନୁମୋଦନ
- ନବୀନ ନିବାସରେ ରାଜ୍ୟପାଳ ହରିବାବୁ କମ୍ଭମପତି
- ପୁଲିସ୍ ଏସ୍ଆଇଙ୍କୁ ମାଡ଼ିବସିଲା ଭିଜିଲାନ୍ସ
- ବାୟୁ ପ୍ରତିରକ୍ଷା ଯୁଦ୍ଧାସ୍ତ୍ର ପ୍ରଣାଳୀର ପ୍ରଥମ ସଫଳ ପରୀକ୍ଷଣ
- ପୂର୍ବାଞ୍ଚଳ ବେସାମରିକ ବିମାନ ଚଳାଚଳ ସମ୍ମିଳନୀ
Prev Post