୫୦ତମ ଜି-୭ ସମ୍ମିଳନୀରେ ଯୋଗଦେବା ପାଇଁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଇଟାଲୀରେ ପହଞ୍ଚିଛନ୍ତି। ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମିଲୋନିଙ୍କ ସହ ସାକ୍ଷାତ କରି ମୋଦି ବିଭିନ୍ନ ଆଲୋଚନା କରିବେ ବୋଲି ଏକ ରିପୋର୍ଟରୁ ପ୍ରକାଶ। ଏଥିସହିତ ସେ କାନାଡା, ଫ୍ରାନ୍ସ, ଜର୍ମାନୀ ଏବଂ ଯୁକ୍ତରାଷ୍ଟ୍ର ଆମେରିକା ସହ ମଧ୍ୟ ଦ୍ୱିପାକ୍ଷିକ ଆଲୋଚନା କରିବେ। ଜି-୭ ଶିଖର ସମ୍ମିଳନୀ ଏପରି ଏକ ସମୟରେ ଅନୁଷ୍ଠିତ ହେଉଛି ଯେତେବେଳେ ବିଶ୍ୱ ଦୁଇଟି ଭୟଙ୍କର ସଶସ୍ତ୍ର ବିବାଦର ସମ୍ମୁଖୀନ ହେଉଛି (ରୁଷିଆ-ୟୁକ୍ରେନ ଏବଂ ଇସ୍ରାଏଲ-ହମାସ)ଯୁଦ୍ଧ। ଏହି ଦୁଇଟି ବିବାଦର ଅନ୍ତ ଘଟାଇବା ପାଇଁ ଜି-୭ ଶିଖର ସମ୍ମିଳନୀରେ କୌଣସି ଠୋସ ପଦକ୍ଷେପ ନିଆଯାଉଛି କି ନାହିଁ ତାହା ମଧ୍ୟ ଆକର୍ଷଣୀୟ ହେବ।
Trending
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି