ଇରାନ୍‌ ଉପରେ ବଦ୍‌ଲା ନେଲା ଇସ୍ରାଏଲ୍‌

ଇସ୍ରାଏଲ ଶୁକ୍ରବାର ଇରାନ ଉପରେ ବଦ୍‌ଲା ନେଇଛି। ଇରାନର ଅନେକ ସହର ଉପରେ ମିଶାଇଲ ମାଡ କରିଛି ଇସ୍ରାଏଲ। ଇରାନର ପରମାଣୁ ପ୍ଲାଣ୍ଟ ଉପରେ ମଧ୍ୟ ମିଶାଇଲ ମାଡ ହୋଇଛି।