ଗତକାଲି ଗାଜାରେ ବିମାନରୁ ଲିଫଲେଟ୍ ପକାଇ ପାଲେଷ୍ଟାଇନୀୟମାନଙ୍କୁ ହମାସ ଦ୍ୱାରା ବନ୍ଧକ ରଖାଯାଇଥିବା ବ୍ୟକ୍ତିମାନଙ୍କ ସଂପର୍କରେ ସୂଚନା ଦେବାକୁ ଅନୁରୋଧ କରାଯାଇଛି। ସୂଚନା ଦେଲେ ସେମାନଙ୍କୁ ସୁରକ୍ଷା ଯୋଗାଇଦିଆଯିବା ସହ ଅର୍ଥ ପୁରସ୍କାର ପ୍ରଦାନ କରାଯିବ ବୋଲି କହାଯାଇଛି। ଅକ୍ଟୋବର ୭ରେ ହମାସ୍ ଆକ୍ରମଣକାରୀ ୧୪୦୦ ଇସ୍ରାଏଲୀ ନାଗରିକଙ୍କୁ ହତ୍ୟା କରିବା ସହ ୨୦୦ରୁ ଅଧିକ ଲୋକଙ୍କୁ ବନ୍ଦୀ କରିଥିଲେ।ତେଣୁ ସେମାନଙ୍କୁ ଉଦ୍ଧାର କରିବାଲାଗି ଇସ୍ରାଏଲ୍ ସେନା ଲାଗିପଡ଼ିଛି। ଗାଜାରେ ଆକାଶରୁ ପକା ଯାଇଥିବା ପ୍ରଚାରପତ୍ରରେ ଲେଖାଯାଇଛି- “ଯଦି ଆପଣମାନଙ୍କ ଇଚ୍ଛା ଶାନ୍ତିରେ ବଞ୍ଚିବା ଏବଂ ପିଲାମାନଙ୍କ ପାଇଁ ଏକ ଭଲ ଭବିଷ୍ୟତ ଗଢ଼ିବା, ତେବେ ତୁରନ୍ତ ମାନବିକତା ଦୃଷ୍ଟିରୁ ଏବଂ ଆପଣଙ୍କ ଅଞ୍ଚଳରେ ରଖାଯାଇଥିବା
Trending
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
- ଚଳିତମାସ ୧୭ରୁ ଦେଶରେ ପ୍ରଥମ ଥର ବନ୍ଦେ ଭାରତ ସ୍ଲିପର ଟ୍ରେନ୍ର ଚଳାଚଳ ଆରମ୍ଭ
- ଷ୍ଟେସନରେ ଲାଗିଲା ନିଆଁ , ଷ୍ଟେସନ ମାଷ୍ଟର, ଡିଟିସି ଚାମ୍ବରରୁ ନେଇ ଟିକେଟ କାଉଣ୍ଟର ଓ ରେଲୱେ ଲାଇନ କ୍ଷତିଗ୍ରସ୍ତ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଜର୍ମାନ ଚାନସେଲର ଫ୍ରେଡ୍ରିଚ୍ ମର୍ଜ ଙ୍କ ଦ୍ୱିପାକ୍ଷିକ ଆଲୋଚନା
Prev Post
Next Post