କିଛି ଦିନର ନୀରବତା ପରେ ପୁଣିଥରେ ଉଗ୍ର ରୂପ ଦେଖାଇଛି ଋଷ । ୟୁକ୍ରେନ ଉପରେ ଜୋରଦାର ମିସାଇଲ ମାଡ଼ କରିଯୁଦ୍ଧ ପାଇଁ ରଣହୁଙ୍କାର ଦେଇଛି । ୟୁକ୍ରେନର ଚେର୍ନିହିଭ ସହରକୁ ଟାରର୍ଗେଟ କରିଛି ଋଷ ୩ଟି ମିସାଇଲ ମାଡ଼ କରିଛି । ଏହି ଆକ୍ରମରରେ ୟୁକ୍ରେନର ୧୭ ଜଣ ନାଗରିକ ପ୍ରାଣ ହରାଇଥିବା ଜାଣିବାକୁ ମିଳିଛି । ଏହାବ୍ୟତୀତ ପାୟ ୬୦ରୁ ଅଧିକ ଲୋକ ମିସାଇଲ ମାଡ଼ର ଶିକର ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରାଯାଇଛି ।
Trending
- ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ନିଜର ନୂଆ ଯୁବ ବାହିନୀ, ଇପ୍ସିତା ଓ ଚିନ୍ମୟଙ୍କୁ ମିଳିଲା ଗୁରୁଦାୟିତ୍ବ
- ୨୯ ତାରିଖକୁ ସରକାରୀ ଛୁଟି ଘୋଷଣା ,ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି
- ଧର୍ମଶାଳା ପରେ ବଡ଼ଚଣାରେ ବିଜେଡିକୁ ଝଟ୍କା
- ଆମେ ଆମର ନୈତିକ ମୂଲ୍ୟବୋଧର ସ୍ତରକୁ ତଳକୁ ଖସିଯିବାକୁ ଦେବା ଉଚିତ ନୁହେଁ
- ମହିଳା ନିଯୁକ୍ତି ହାର ଦ୍ୱିଗୁଣିତ ହୋଇଛି
- ଖେଲୋ ଇଣ୍ଡିଆ ଜଳ କ୍ରୀଡ଼ା ମହୋତ୍ସବ
- ରାଜ୍ୟ ସରକାରଙ୍କ ପକ୍ଷରୁ ‘ଆମ ଶାସନ’ ବ୍ୟବସ୍ଥା ଆରମ୍ଭ
- ରାଜ୍ୟ କ୍ୟାବିନେଟ ବୈଠକରେ ୪ ଟି ପ୍ରସ୍ତାବକୁ ମିଳିଛି ଅନୁମୋଦନ
- ନବୀନ ନିବାସରେ ରାଜ୍ୟପାଳ ହରିବାବୁ କମ୍ଭମପତି
- ପୁଲିସ୍ ଏସ୍ଆଇଙ୍କୁ ମାଡ଼ିବସିଲା ଭିଜିଲାନ୍ସ
Prev Post
Next Post