ନଅ ଦିନ ହେଲାଣି ଉତ୍ତରକାଶୀରେ ଟନେଲ୍ ତଳେ ଫସି ରହିଛନ୍ତି ୪୧ ଶ୍ରମିକ । ସେମାନଙ୍କୁ ଉଦ୍ଧାର ପାଇଁ ଅହରହ ଉଦ୍ୟମ ଚାଲିଛି । କେମିତି ଅଛନ୍ତି ଓ ସେମାନଙ୍କର ସୁରକ୍ଷାକୁ ନେଇ ଅନିଶ୍ଚିତତା ବଢ଼ିବାରେ ଲାଗିଛି ।ଉଦ୍ଧାର ପାଇଁ ଆହୁରି ୩-୪ ଦିନ ଲାଗିପାରେ । ପାହାଡ଼ ଉପରୁ ଏକ ଭର୍ଟିକାଲ ହୋଲ୍ କରିବାକୁ ଡ୍ରିଲିଂ ଆରମ୍ଭ ହୋଇଛି। ସୁଡ଼ଙ୍ଗ ବିଶେଷଜ୍ଞ ଓ ସୀମାନ୍ତ ରାସ୍ତା ପ୍ରତିଷ୍ଠାନ-ବିଆରଓର ବିଶେଷଜ୍ଞଙ୍କ ପରାମର୍ଶ ନିଆଯାଉଛି। ଶ୍ରମିକଙ୍କୁ ଜୀବନ୍ତ ଉଦ୍ଧାର ସବୁଠାରୁ ପ୍ରାଥମିକତା ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post