ଆଉ ଦିନକ ପାଇଁ ବୃଦ୍ଧି କରିବାକୁ କଥାବାର୍ତ୍ତା ଚାଲିଥିବା ବେଳେ, ରକେଟ୍ ନିକ୍ଷେପ କରି ହମାସ୍ ଅସ୍ତ୍ରବିରତି ଉଲ୍ଲଂଘନ କରିଛି କହି ଇସ୍ରାଏଲ୍ ସେନା ପୁଣି ଗାଜାରେ ଆକ୍ରମଣ ଆରମ୍ଭ କରିଥିବା କଥା ବିଭିନ୍ନ ଗଣମାଧ୍ୟମ ରିପୋର୍ଟ କରିଛନ୍ତି।ସପ୍ତାହକ ପାଇଁ କରାଯାଇଥିବା ଏହି ସାମୟିକ ଚୁକ୍ତିର ସମୟ ଅବଧି ଆଜି ସକାଳେ ଶେଷ ହୋଇଛି। କିନ୍ତୁ, ଏହି ଚୁକ୍ତିକୁ ବୃଦ୍ଧି କରିବା ଲାଗି ବୁଝାମଣା ହୋଇଥିବା କଥା କୌଣସି ପକ୍ଷ ଘୋଷଣା କରିନାହାନ୍ତି।ଅସ୍ତ୍ରବିରତି ପରିସମାପ୍ତିର କିଛି ସମୟ ପୂର୍ବରୁ ଇସ୍ରାଏଲ୍ କହିଛି ଯେ, ଗାଜା ଆଡୁ ନିକ୍ଷେପ କରାଯାଇଥିବା ଏକ ରକେଟ୍କୁ ସେମାନେ ବାଧା ଦେଇଛନ୍ତି।
Trending
- ୧୦ ସରପଞ୍ଚ ବିଜେପିରେ ମିଶିଲେ
- ମୋହନଙ୍କ ମନ୍ତ୍ରିମଣ୍ଡଳ ସଂପ୍ରସାରଣ: କିଏ ପାଇବେ ସ୍ଥାନ?
- ମାଳଦୀପରେ ମୋଦୀ , ୨୧ ତୋପ ସଲାମି ସହ ସ୍ୱାଗତ କଲେ ରାଷ୍ଟ୍ରପତି
- ସରକାର ଥିବା ସମୟରେ ଜାତିଗତ ଜନଗଣନା ନକରିବା ଭୁଲ ଥିଲା – ରାହୁଲ ଗାନ୍ଧୀ
- ଓଡ଼ିଶା ହେବ ଟେକ୍ସଟାଇଲ ହବ୍,୬ ଟି ଟେକ୍ସଟାଇଲ ପାର୍କର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
- ଧସିଲା କୋଇଲା ଖଣି , ଚାପି ହେଲେ ୧୨ ଜଣ ଶ୍ରମିକ
- ବିଜେଡି ଏନଡିଏ ପ୍ରାର୍ଥୀଙ୍କୁ ଭୋଟ ଦେବ କି ?
- ଆଜି ମହାପ୍ରଭୁଙ୍କୁ ଚିତାଲାଗି
- ରାଜ୍ୟରେ ୨୩ ଜିଲ୍ଲାରେ ୫୬ଟି ନୂଆ କୋର୍ଟକୁ ଅନୁମୋଦନ ମିଳିଛି
- ଦିଲ୍ଲୀରେ ଖୁବ୍ ଜୋର୍ରେ ବର୍ଷା , ତଳିଆ ଅଞ୍ଚଳ ଆଣ୍ଠୁଏ ପାଣି
Prev Post
Next Post