ଚୀନରେ ଭୟଙ୍କର ଭୂମିକମ୍ପ ଅନୁଭୂତ । ଏହି ଭୂକମ୍ପରେ ଶେଷ ଖବର ସୁଦ୍ଧା ୧୧୧ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଉତ୍ତର-ପଶ୍ଚିମ ଚୀନରେ ଏହି ଭୂମିକମ୍ପ ଘଟିଥିବା ସୂଚନା ମିଳିଛି । ରିକ୍ଟର ସ୍କେଲରେ ତିବ୍ରତା ୬.୨ ଥିବା ରେକର୍ଡ ହୋଇଛି । ଭୂମିକମ୍ପ ପ୍ରଭାବରେ ଆଇସଲ୍ୟାଣ୍ଡରେ ଆଗ୍ନେୟ ଉଦଗିରଣ ମଧ୍ୟ ହୋଇଛି । କୁହାଯାଉଛି ଯେ ଏହି ଭୂମିକମ୍ପ ଏତେ ଶକ୍ତିଶାଳୀ ଥିଲା ଯେ ଏଥିରେ ଅନେକ କୋଠା ମଧ୍ୟ ଭୁଶୁଡି ପଡ଼ିଛି ଏବଂ ଚାରିଆଡ଼େ ଚିତ୍କାର ଶୁଣିବାକୁ ମିଳିଥିଲା । ବେଜିଂ ରାଜଧାନୀଠାରୁ ପ୍ରାୟ ୧୪୫୦ କିଲୋମିଟର ଦକ୍ଷିଣ-ପଶ୍ଚିମଦିଗରେ ଅବସ୍ଥିତ ପ୍ରାଦେଶିକ ରାଜଧାନୀ ଗାନ୍ସୁରେ ଏହି ଭୂମିକମ୍ପ ଅନୁଭୂତ ହୋଇଥିଲା।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post