ଉତ୍ତରକାଶୀ ଟନେଲରେ ଫସିଥିବା ୪୦ ଶ୍ରମିକଙ୍କ ଉଦ୍ଧାର ପାଇଁ ଚାଲିଛି ପ୍ରୟାସ । ‘ଆମେରିକୀୟ ଓଗାର’ ମେସିନ୍ ସାହାର୍ଯ୍ୟରେ ଶୁରଙ୍ଗ କରି ପାଇପ୍ ବିଛାଯାଉଛି । ଏହି ମେସିନ୍ ସାହାଯ୍ୟରେ ଆବର୍ଜନା ହଟାଯିବା ପରେ ପ୍ରାୟ ୭୦ ମିଟର ପାଇପ୍ ପକାଯିବ । ଏହାପରେ ଶ୍ରମିକମାନଙ୍କୁ ସ୍ଥାନାନ୍ତର ପ୍ରକ୍ରିୟା ଆରମ୍ଭ ହେବ । ହେଲେ ୨୫ ମିଟର ଗଭୀରତା ପର୍ଯ୍ୟନ୍ତ ଡ୍ରିଲିଂ ବେଳେ ମେସିନରେ ଏକ ଧାତୁ ମାଡ଼ ହୋଇଥିଲା ।ଏହାକୁ କଟରରେ କଟାଯାଇ ପୁନଃ ଡ୍ରିଲିଂ କରାଯିବ । ଉଦ୍ଧାରକାରୀ ଦଳ ଶ୍ରମିକମାନଙ୍କ ସହ ନିୟମିତ ଯୋଗାଯୋଗରେ ଅଛନ୍ତି । ପାଇପ୍ ଯୋଗେ ପଠାଯାଉଛି ଅକ୍ସିଜେନ, ଖାଦ୍ୟ ଓ ଔଷଧ । ଫସିଥିବା ଶ୍ରମିକଙ୍କ ମଧ୍ୟରେ ଅଛନ୍ତି ୫ ଜଣ ଓଡ଼ିଆ ଶ୍ରମିକ ।
Trending
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
Next Post