ତାଇୱାନର ସ୍ବତନ୍ତ୍ରତାକୁ ସମର୍ଥନ କରୁଥିବା ବ୍ୟକ୍ତିଙ୍କ ମୁଣ୍ଡ କାଟି ଦିଆଯିବ। ଚାଇନା କହିଛି ତାଇୱାନର ସ୍ବ-ଶାସିତ ଦ୍ୱୀପ ଚାରିପାଖରେ ଏହାର ସାମରିକ ଅଭ୍ୟାସ ଏକ ‘ଗଭୀର ଚେତାବନୀ’ ପଠାଇବା ପାଇଁ ଉଦ୍ଦିଷ୍ଟ। ତାଇୱାନର ନୈସେନା ଚାଇନାର ଯୁଦ୍ଧାଗ୍ୟାସର ଏକ ଚିତ୍ର ଶେୟାର କରିଛି।ନିକଟରେ ତାଇୱାନର ନୂତନ ରାଷ୍ଟ୍ରପତି ଲାଇ ଚିଙ୍ଗ ଶପଥ ଗ୍ରହଣ କରିଛନ୍ତି, ଯେଉଁଥିରେ ସେ ୩୦ମିନିଟର ଭାଷଣରେ ଚାଇନାକୁ କଡ଼ା ଚେତାବନୀ ଦେଇଛନ୍ତି। ଏହି ସମୟରେ ସେ କହିଥିଲେ ଯେ ତାଇୱାନକୁ ଧମକ ଦେବା ବନ୍ଦ କରିବା ଉଚିତ୍। ଏଥିସହ ତାଇୱାନ ଷ୍ଟ୍ରାଇଟରେ ଶାନ୍ତି ବଜାୟ ରଖିବା ବିଷୟରେ କହିଥିଲେ ଏବଂ ତାଇୱାନରେ ଗଣତନ୍ତ୍ରର ସୁରକ୍ଷା ପାଇଁ ଶପଥ ନେଇଥିଲେ, ଯାହା ପରେ ଚାଇନା ରାଗିଯାଇଥିଲା।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ