ତାଇୱାନର ରାଜଧାନୀ ତାଇପେଇରେ ୫.୬ ମ୍ୟାଗ୍ନିଚ୍ୟୁଡର ଏକ ଭୂକମ୍ପ ଝଟକା ଲାଗିଥିବା ସୂଚନା ମିଳିଛି । ନ୍ୟୁଜ୍ ଏଜେନ୍ସି ରଏଟର୍ସ ଅନୁଯାୟୀ, ଭୂକମ୍ପ ସମୟରେ ତାଇପେଇରେ ବିଲ୍ଡିଂ କମ୍ପିବାକୁ ଲାଗିଥିଲା । ତଥାପି କୌଣସି ମୃତାହତ କିମ୍ବା କୌଣସି ପ୍ରକାରର କ୍ଷୟକ୍ଷତିର ଖବର ନାହିଁ ।ତାଇୱାନର କେନ୍ଦ୍ରୀୟ ପାଣିପାଗ ବ୍ୟୁରୋ କହିଛି ଯେ, ଏହି ଭୂକମ୍ପର କେନ୍ଦ୍ରସ୍ଥଳ ଦ୍ୱୀପର ପୂର୍ବ ଉପକୂଳ ନିକଟ ସମୁଦ୍ରରେ ଥିଲା ।ନେପାଳରେ ମଧ୍ୟ ଭୂକମ୍ପ ଘଟିଛି :-
ମଙ୍ଗଳବାର ସକାଳେ ନେପାଳରେ ପୁଣି ଥରେ ଭୂମିକମ୍ପ ଅନୁଭୂତ ହୋଇଥିଲା । ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ଅନୁଯାୟୀ ରାଜଧାନୀ କାଠମାଣ୍ଡୁରେ ଆଜି (୨୪ ଅକ୍ଟୋବର) ସକାଳ ୪:୧୭ ରେ ରିଚ୍ଟର ସ୍କେଲରେ ୪.୧ ମ୍ୟାଗ୍ନିଚ୍ୟୁଡର ଏକ ଭୂକମ୍ପ ଝଟକା ଲାଗିଥିଲା ।
Trending
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା
- ଦେଶର ପ୍ରଥମ ଉପରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଜୟନ୍ତୀ ପାଳିତ
Prev Post
Next Post