ଚୀନ ବିରୋଧୀ ଭାବେ ଜଣାଶୁଣା ଶାସକ ଡେମୋକ୍ରାଟିକ ପ୍ରୋଗ୍ରେସିଭ ପାର୍ଟି-DPPର ରାଷ୍ଟ୍ରପତି ପ୍ରାର୍ଥୀ ଥିଲେ ଲାଇ ଚିଙ୍ଗତେ। ମୁଖ୍ୟ ବିରୋଧୀ ଦଳ କୋମିଙ୍ଗଟାନ-KMTର ପ୍ରାର୍ଥୀ ହୋ ୟୁଇ ଏବଂ ତାଇୱାନ ପିପୁଲ୍ସ ପାର୍ଟି-TPPର ରାଷ୍ଟ୍ରପତି ପ୍ରାର୍ଥୀ ତଥା ତାଇପେଇର ପୂର୍ବତନ ମେୟର କୋ ଓ୍ବେନ ଜେ ପରାସ୍ତ ହୋଇଛନ୍ତି।ନିର୍ବାଚନ ପୂର୍ବରୁ ଲାଇଙ୍କୁ ଜଣେ ବିପଜ୍ଜନକ ବିଚ୍ଛିନ୍ନତାବାଦୀ ଭାବେ ଚିତ୍ରଣ କରିଥିଲା ଚୀନ । ତାଇଓ୍ବାନରେ ଶାନ୍ତି ବଜାୟ ରଖିବା ଲାଗି ଘୋଷଣା କରିଛନ୍ତି ନୂଆ ରାଷ୍ଟ୍ରପତି । ତାଇଓ୍ବାନ ଉପରେ ଚୀନର ସାମରିକ ଓ ଅର୍ଥନୈତିକ ଆଧିପତ୍ୟ ବଢୁଥିବା ସତ୍ତ୍ବେ ଏହି ନିର୍ବାଚନ ହୋଇଥିଲା। ଶାସକ ଡେମୋକ୍ରାଟିକ ପ୍ରୋଗ୍ରେସିଭ ପାର୍ଟି-DPPର ରାଷ୍ଟ୍ରପତି ପ୍ରାର୍ଥୀ ଲାଇ ଚିଙ୍ଗତେ ହୋଇଥିବାବେଳେ ମୁଖ୍ୟ ବିରୋଧୀ ଦଳ କୋମିଙ୍ଗଟାନ-KMTର ରାଷ୍ଟ୍ରପତି ପ୍ରାର୍ଥୀ ଥିଲେ ହୋ ୟୁଇ। ତାଇଓ୍ବାନ ପିପୁଲ୍ସ ପାର୍ଟି-TPPର ରାଷ୍ଟ୍ରପତି ପ୍ରାର୍ଥୀ ଥିଲେ କୋ ଓ୍ବେନ ଜେ।
Trending
- ଉଦ୍ଘାଟନର ମାତ୍ର ୧୭ ଦିନ ଭୁଶୁଡ଼ିଲା ୧୬ କୋଟି ଟଙ୍କାରେ ନିର୍ମିତ ବ୍ରିଜର ଆପ୍ରୋଚ୍ ରୋଡ୍
- ଛାତ୍ର ଆନ୍ଦୋଳନ: ଅପରାଧିକ ରେକର୍ଡ ନଥିବା ୧୮ ବର୍ଷରୁ କମ ଛାତ୍ରଛାତ୍ରୀଙ୍କୁ ତୁରନ୍ତ ମୁକ୍ତ କରିବାକୁ ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ
- ମହାନଦୀରେ ବନ୍ୟାଜଳକୁ ଦୃଷ୍ଟିରେ ରଖି ଜିଲ୍ଲାପ୍ରଶାସନ ପକ୍ଷରୁ ସତର୍କତା ଜାରି
- ଇଣ୍ଡିଆନ୍ ଆଇଡଲ୍ ବିଜେତା ଜ୍ୟୋତିର୍ମୟୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ,ଘୋଷଣା କଲେ ୫ ଲକ୍ଷ ଟଙ୍କାର ପୁରସ୍କାର ରାଶି
- ନବଦିନାତ୍ମକ ଯାତ୍ରା ସାରି ରତ୍ନବେଦୀରେ ବିଜେ ହୋଇଛନ୍ତି ଶ୍ରୀଜିଉ , ଆଜି ଶ୍ରୀମନ୍ଦିରରେ ବାହାରିବ ନୀଳାଚଳ ଅବଢ଼ା
- ମୁଖ୍ୟମନ୍ତ୍ରୀଙ୍କ ୧୯ତମ ଅଭିଯୋଗ ଶୁଣାଣି,୧୨ ଜଣ ରୋଗୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୬ ଲକ୍ଷ ୧୫ ହଜାର ଟଙ୍କା ପ୍ରଦାନ
- ପାରଳାଖେମୁଣ୍ଡି ACF ସୌମ୍ୟ ମୃତ୍ୟୁ ମାମଲାରେ ବଡ଼ ମୋଡ଼,ଆତ୍ମସମର୍ପଣ କଲେ ଗଜପତିର ତତ୍କାଳୀନ DFO ସଂଗ୍ରାମ ବେହେରା
- ନାଇଡୁ ରିପୋର୍ଟ ଫାଇଲକୁ ନେଇ ବଡ଼ ପଦକ୍ଷେପ,ନାଇଡୁ କମିସନ ଫାଇଲ ଖୋଜିବ କ୍ରାଇମବ୍ରାଞ୍ଚ
- କକରୋଚ୍ ଜନତା ପାର୍ଟି ପରେ ଇ୨୦ ଜନତା ପାର୍ଟି ମୁଣ୍ଡ ଟେକିଛି, ୧୦୦ ପ୍ରତିଶତ ଶୁଦ୍ଧ ପେଟ୍ରୋଲ ମିଳିବା ଦାବି ନେଇ ଆନ୍ଦୋଳନ ଓ୍ବହ୍ଲାଇବ
- ଆଜି ନୀଳାଦ୍ରି ବିଜେ,ମହାପ୍ରଭୁ ରସଗୋଲା ଦେଇ ମା’ ଲକ୍ଷ୍ମୀଙ୍କ ମାନଭଞ୍ଜନ କରିବେ
Prev Post
Next Post