ତାଇୱାନର ପୂର୍ବ ଉପକୂଳରେ ଭୂମିକମ୍ପ ଝଟ୍କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୪ ମପାଯାଇଛି। ଭୂମିକମ୍ପ ଯୋଗୁ ରାଜଧାନୀ ତାଇପେରେ କିଛି ଅଟ୍ଟାଳିକା ଦୋହଲି ଯାଇଛି। କିନ୍ତୁ କ୍ଷୟକ୍ଷତିର କୌଣସି ଖବର ନାହିଁ। ପାଣିପାଗ ବ୍ୟୁରୋ କହିଛି ଯେ ଭୂମିକମ୍ପର କେନ୍ଦ୍ରସ୍ଥଳ ତାଇୱାନର ହୁଲିଏନ୍ କାଉଣ୍ଟି ନିକଟ ସମୁଦ୍ରରେ ୨୨.୪ କିଲୋମିଟର (୧୪ ମାଇଲ୍) ଗଭୀରରେ ଥିଲା।
Trending
- ଓଏଏସ୍ ସ୍ତରରେ ଅଦଳବଦଳ
- ଭାରତର ନୂଆ ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ୍ ଙ୍କ ରାଜନୈତିକ କ୍ୟାରିଅର୍ ସଂମ୍ପର୍କରେ ଜାଣନ୍ତୁ…..
- ମୋଦୀ ଯୁବା ମାରାଥନରେ ନିଶାମୁକ୍ତ ଭାରତର ବାର୍ତା ଦେବ ବିଜେପି ଯୁବମୋର୍ଚ୍ଚା
- ଉପରାଷ୍ଟ୍ରପତି ନିର୍ବାଚନ: ବିଜେଡି ସମଦୂରତା ରକ୍ଷାକରିବ
- ପୁଣି ବର୍ଷିଲେ ସୈାମ୍ୟ ରଞ୍ଜନ ପଟ୍ଟନାୟକ
- ନବୀନ ଦିଲ୍ଲୀରେ, ବିଜେଡି କାହାକୁ ଦେବ ଭୋଟ
- ରାଜ୍ୟ ରାଜନୀତିର ଦୁଇ ପ୍ରମୁଖ ଦଳ ବିଜେଡି ଆଉ ବିଜେପିର ମୁଖିଆ ଏବେ ଦିଲ୍ଲୀ ଗସ୍ତରେ
- ନବୀନ କାହାକୁ ସମର୍ଥନ କରିବେ ?
- ପିତୃପକ୍ଷ ଆରମ୍ଭ
- ନିର୍ମିତ ରୋପୱେ ଭାଙ୍ଗି 6 ମୃତ
Prev Post
Next Post