ଭାରତୀୟ ନୌସେନା ଗତ ୨୪ ଘଣ୍ଟା ମଧ୍ୟରେ ୨ଟି ଜାହାଜକୁ ସାମୁଦ୍ରିକ ଲୁଟେରାଙ୍କ ଠାରୁ ରକ୍ଷା କରିଥିବାର ସୂଚନା ମିଳିଛି । ଗୋଟିଏ ଜାହାଜରୁ ୧୯ ଜଣ ପାକିସ୍ତାନୀ ଏବଂ ଅନ୍ୟ ଇରାନୀୟ ଜାହାଜରୁ ୧୭ ଜଣ କ୍ରୁ ସଦସ୍ୟଙ୍କୁ ଉଦ୍ଧାର କରିବାରେ ସଫଳ ହୋଇଛି । ଭାରତୀୟ ନୌସେନା ପକ୍ଷରୁ ଜାନୁଆରୀ ୨୮ ଓ ୨୯ରେ ଆରବ ସାଗରରେ ୨ଟି ଜାହାଜକୁ ହାଇଜ୍ୟାକ୍ ହେବାରୁ ରକ୍ଷା କରିଛି । ଏନେଇ ପିଟିଆଇ ‘ଏକ୍ସ’ରେ ଏକ ପୋଷ୍ଟ କରିଛି ।
Trending
- ବନ୍ୟଜନ୍ତୁ ଆକ୍ରମଣ ମୃତ୍ୟୁକାଳୀନ ସହାୟତା ରାଶି ବୃଦ୍ଧି
- ଲାଞ୍ଚ ନେଇ ଜେଲ ଗଲେ ଉପଜିଲ୍ଲାପାଳ
- କେରଳ ଉପକୂଳରେ ସିଙ୍ଗାପୁରର କଣ୍ଟେନର ଜାହାଜ ରେ ବିସ୍ଫୋରଣ
- ଦେଶର ଦ୍ବିତୀୟ ସର୍ବବୃହତ ଭାୟାଡକ୍ଟ ସେତୁ ଓଡ଼ିଶାରେ ନିର୍ମାଣ ,୨୦୨୬ ମାର୍ଚ୍ଚ ସୁଦ୍ଧା ସମ୍ପୂର୍ଣ୍ଣ ସେତୁ ନିର୍ମାଣ କାର୍ଯ୍ୟ ଶେଷ
- ହନିମୁନକୁ ନେଇ ସ୍ବାମୀଙ୍କୁ ହତ୍ୟା କରିଥିଲେ ସ୍ତ୍ରୀ ସୋନମ୍
- ଓଡ଼ିଶା ମଣ୍ଡପ ପାଇଁ ଭୁବନେଶ୍ବରର ଚନ୍ଦ୍ରଶେଖରପୁରରେ ଜାଗା ଚିହ୍ନଟ
- ଆମେ ପ୍ରତିଶ୍ରୃତି ଦେଇଥିବା ୨୧ଟି କାର୍ଯ୍ୟକ୍ରମ ମଧ୍ୟରୁ ଏକ ବର୍ଷ ଭିତରେ ୧୧ଟି କାର୍ଯ୍ୟକାରୀ କରିଛୁ- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ନିର୍ମାଣାଧୀନ ୬ ମହଲା କୋଠାରୁ ପଡ଼ି ଜଣେ ଶ୍ରମିକ ମୃତ
- ଯବାନଙ୍କ ଗୁଳିରେ 7 ମାଓବାଦୀ ଗିରଫ
- କଂଗ୍ରେସ ସାଂସଦ ସୋନିଆ ଗାନ୍ଧୀ ଅସୁସ୍ଥ ,ଡାକ୍ତରଖାନାରେ ଭର୍ତ୍ତି
Prev Post
Next Post