ବିଜୟ ପର୍ଯ୍ୟନ୍ତ ଚାଲିବ ଯୁଦ୍ଧ । ଇସ୍ରାଏଲ-ହମାସ୍ ଯୁଦ୍ଧକୁ ନେଇ ବଡ଼ ପ୍ରତିକ୍ରିୟା ରଖିଛନ୍ତି ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ । ଅକ୍ଟୋବର ୭ ଆକ୍ରମଣରେ ହାମାସ ଦ୍ବାରା ୨୩୦ରୁ ଅଧିକ ବନ୍ଧକଙ୍କୁ ମୁକ୍ତ କରିବା ପାଇଁ ଅନ୍ୟ ଦେଶମାନେ ଏହି ସଂଗ୍ରାମରେ ଅଧିକ ସାହାଯ୍ୟ କରିବା ଆବଶ୍ୟକ ବୋଲି କହିଛନ୍ତି ।ଏପଟେ ଲେବାନନରେ ହେଜବୋଲ୍ଲା ଆଡ଼ା ଓ ସିରିୟାରେ ଘନଘନ ବିସ୍ଫୋରଣ । ଇସ୍ରାଏଲ ବାୟୁସେନା ପକ୍ଷରୁ ଲେବାନନରେ ଆତଙ୍କବାଦୀ ଭିତ୍ତିଭୂମି ଉପରେ ଜୋରଦାର ଆକ୍ରମଣ ହୋଇଛି । ଆତଙ୍କୀଙ୍କ ପୋଷ୍ଟ, ଅସ୍ତ୍ରଶସ୍ତ୍ର ରଖିଥିବା ସ୍ଥାନକୁ ଟାର୍ଗେଟ୍ କରି ଆଟାକ୍ କରାଯାଇଛି । ଉତ୍ତର ଓ କେନ୍ଦ୍ରୀୟ ଗାଜାରେ ଇସ୍ରାଏଲ ସେନା ଗ୍ରାଉଣ୍ଡ ଅପରେସନକୁ ଜୋରଦାର କରିଛି। ହମାସ୍ ଆଡ଼ା ଉପରେ ହୋଇଥିବା ଆକ୍ରମଣ ଯୋଗୁ ଅନେକ ଆତଙ୍କବାଦୀ ନିପାତ ହୋଇଛନ୍ତି ।
Trending
- ବିହାର ରେ ପ୍ରଥମ ପର୍ଯ୍ୟାୟ ଭୋଟଗ୍ରହଣ , ସନ୍ଧ୍ୟା ୫ ଟା ସୁଦ୍ଧା ରାଜ୍ୟରେ ୬୦.୧୩ ପ୍ରତିଶତ ଭୋଟର ମତଦାନ ରେକର୍ଡ
- ନବୀନଙ୍କ ଉପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ବିହାର ବିଧାନସଭା ନିର୍ବାଚନ , ଦିନ ୧୦ଟା ସୁଦ୍ଧା ୧୩.୧୩% ମତଦାନ
- ଗ୍ରୀନ୍ ଇଣ୍ଡିଆ ଚିଟ୍ ଫଣ୍ଡ୍ ଠକେଇ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ବ୍ରହ୍ମପୁରରେ ଚଢ଼ାଉ କରିଛି
- ଗୁରୁବାର ପାଇଁ ମାଡ଼ ଖାଇଛି ଛାଡ଼ଖାଇ
- ଆଜି ବିହାରରେ ପ୍ରଥମ ପର୍ଯ୍ୟାୟ ମତଦାନ,୧୩୧୪ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା କରୁଛନ୍ତି ୩କୋଟି ୭୫ଲକ୍ଷ ଭୋଟର
- ବାଲିଯାତ୍ରା ଏକ ପର୍ବ ନୁହେଁ, ଏହା ଓଡ଼ିଶାର ଗୌରବମୟ ନୌବାଣିଜ୍ୟ ଐତିହ୍ୟ ଓ ସାଧବଙ୍କ ଦୁଃସାହସିକ ମନୋବଳର ପ୍ରତୀକ
- ବେଦାନ୍ତ ଆଲୁମିନିୟମ୍ ଝାରସୁଗୁଡାରେ ସାଇବର ସୁରକ୍ଷା ସଚେତନତା ଅଭିଯାନ – ଓଡିଶା ୨୦୨୫’ ଅଧିବେଶନର ଆୟୋଜିତ
- ଅଙ୍ଗନବାଡ଼ି ଚଣା ଓ ମୁଢ଼ି ଯୋଗାଣରେ ଅନିୟମିତତା ଅଭିଯୋଗ
- ଜାନୁଆରି ୧ ରେ ଆରମ୍ଭ ହେବ ଝାରସୁଗୁଡ଼ା ଜିଲ୍ଲା ମହୋତ୍ସବ ଦୁଲଦୁଲି
Prev Post