ଅଯୋଧ୍ୟାରେ ରାମ ମନ୍ଦିର ପ୍ରତିଷ୍ଠା ଉତ୍ସବ ପାଇଁ ଦେଶବାସୀଙ୍କ ମନରେ ଉତ୍ସାହ ଓ ଆନନ୍ଦ ଦେଖାଦେଇଛି । ସେହିପରି ବିଦେଶରେ ମଧ୍ୟ ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠାର ପ୍ରଭାବ ଦେଖିବାକୁ ମିଳିଛି । ବିଦେଶରେ ଥିବା ପ୍ରବାସୀ ଭାରତୀୟମାନେ ବି ଏହି ଐତିହାସିକ କ୍ଷଣର ସାକ୍ଷୀ ରହିବେ । ଅଯୋଧ୍ୟାରେ ହେବାକୁ ଥିବା ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବର ଲାଇଭ୍ ଟେଲିକାଷ୍ଟ ଆମେରିକାର ନ୍ୟୁୟର୍କ ସହରର ଟାଇମ୍ସ ସ୍କେ୍ୱୟାରରେ ମଧ୍ୟ ପଦର୍ଶିତ ହେବ । ରିପୋର୍ଟରୁ ପ୍ରକାଶ ଯେ ଆମେରିକାର ପ୍ରତ୍ୟେକ ସହରରେ ରାମ ମନ୍ଦିର ଉଦ୍ଘାଟନ କାର୍ଯ୍ୟକ୍ରମ ପ୍ରସାରିତ ହେବ ।
Trending
- “ପଶ୍ଚିମବଙ୍ଗକୁ ଦୁଷ୍କର୍ମକାରୀ ଏବଂ ଅପରାଧୀଙ୍କ ପାଇଁ ଏକ ସୁରକ୍ଷିତ ଠିକଣା – ବିଜେପି
- ପୁଣି ଥରେ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି ସଙ୍ଗୀତକାର ଅଭିଜିତ ମଜୁମଦାର
- ବିଜେପିରୁ ପ୍ରାର୍ଥୀ ହେବେ ଜୟ ଢ଼ୋଲକିଆ
- ବୃହତ୍ ମତ୍ସ୍ୟ ମାର୍କେଟର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
- ଜଳେଶ୍ୱରର ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁର୍ଗାପୁରରେ ଗଣଦୁଷ୍କର୍ମ
- ରାଜ୍ୟ କ୍ୟାବିନେଟ୍ର ୨୮ତମ ବୈଠକ , ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର
- ଗଣତାନ୍ତ୍ରିକ ସମାଜରେ ଉଗ୍ରବାଦ, ଆତଙ୍କୀ କାର୍ଯ୍ୟକଳାପର କୌଣସି ସ୍ଥାନ ନାହିଁ
- ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ
- ମଝି ଆକାଶରେ ଯାତ୍ରୀ ଅସୁସ୍ଥ ଅନୁଭବ କରିବାକୁ ଏୟାର ଇଣ୍ଡିଆ ବିମାନର ଜରୁରୀକାଳନୀ ଅବତରଣ
- ଅତିରିକ୍ତ ଏସପି ସ୍ତରରେ ବଡ ଧରଣର ଅଦଳବଦଳ
Prev Post
Next Post