ଅଯୋଧ୍ୟାରେ ରାମ ମନ୍ଦିର ପ୍ରତିଷ୍ଠା ଉତ୍ସବ ପାଇଁ ଦେଶବାସୀଙ୍କ ମନରେ ଉତ୍ସାହ ଓ ଆନନ୍ଦ ଦେଖାଦେଇଛି । ସେହିପରି ବିଦେଶରେ ମଧ୍ୟ ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠାର ପ୍ରଭାବ ଦେଖିବାକୁ ମିଳିଛି । ବିଦେଶରେ ଥିବା ପ୍ରବାସୀ ଭାରତୀୟମାନେ ବି ଏହି ଐତିହାସିକ କ୍ଷଣର ସାକ୍ଷୀ ରହିବେ । ଅଯୋଧ୍ୟାରେ ହେବାକୁ ଥିବା ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବର ଲାଇଭ୍ ଟେଲିକାଷ୍ଟ ଆମେରିକାର ନ୍ୟୁୟର୍କ ସହରର ଟାଇମ୍ସ ସ୍କେ୍ୱୟାରରେ ମଧ୍ୟ ପଦର୍ଶିତ ହେବ । ରିପୋର୍ଟରୁ ପ୍ରକାଶ ଯେ ଆମେରିକାର ପ୍ରତ୍ୟେକ ସହରରେ ରାମ ମନ୍ଦିର ଉଦ୍ଘାଟନ କାର୍ଯ୍ୟକ୍ରମ ପ୍ରସାରିତ ହେବ ।
Trending
- ପବିତ୍ର ଅକ୍ଷୟ ତୃତୀୟା,ମାଟି ମାଆ ଓ ମା ଲକ୍ଷ୍ମୀଙ୍କ ଆରାଧନା ସହ ଚାଷ ପାଇଁ ଆଜି ହୁଏ ଅଖି ମୁଠି ଅନୁକୂଳ
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
- ଅସହ୍ୟ ଗରମ କାରଣରୁ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା,ଏପ୍ରିଲ ୨୧ ପର୍ଯ୍ୟନ୍ତ ଛୁଟି ଘୋଷଣା କଲେ ଜିଲ୍ଲାପାଳ
Prev Post
Next Post