ଜାପାନରେ ୬.୬ ତୀବ୍ରତାର ଭୂମିକମ୍ପ । ଭୂମିକମ୍ପ ପରେ ଜାପାନର ପାଣିପାଗ ବିଭାଗ ମଧ୍ୟ ସୁନାମୀ ଚେତାବନୀ ଦେଇଛି। ୫ ଅକ୍ଟୋବର ଦିନ ଜାପାନୀ ସମୟ ୧୧ ଟା ବେଳେ ଏହି ଭୂକମ୍ପ ଘଟିଥିଲା।ଜାପାନର ଇଜୁ ଦ୍ୱୀପରେ ୧ ମିଟର ଉଚ୍ଚତା ବିଶିଷ୍ଟ ତରଙ୍ଗ ପୂର୍ବାନୁମାନ କରିଥିବାବେଳେ ପୂର୍ବର ଚିବା ପ୍ରିଫେକ୍ଟର ଠାରୁ ପଶ୍ଚିମରେ କାଗୋସିମା ପ୍ରିଫେକ୍ଟର ପର୍ଯ୍ୟନ୍ତ ୦.୨ ମିଟର ତରଙ୍ଗ ହେବାର ଆଶଙ୍କା ରହିଛି। ସତର୍କତା ଭାବରେ ଉପକୂଳବର୍ତ୍ତୀ ଅଞ୍ଚଳର ଲୋକଙ୍କୁ ଉଚ୍ଚ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post