ଯୁଦ୍ଧ ବିରାମ କରିବ ଇସ୍ରାଏଲ । ଉତ୍ତର ଗାଜାର ଲୋକଙ୍କୁ ସୁରକ୍ଷିତ ଭାବେ ଦକ୍ଷିଣକୁ ପଳାୟନ ଓ ମାନବୀୟ ସହାୟତାକୁ ତ୍ବରାନ୍ବିତ କରିବାକୁ ଯୁଦ୍ଧ ବିରାମ କରିବ । ଆମେରିକାର ବୈଦେଶିକ ମନ୍ତ୍ରାଳୟ ଏହି ସୂଚନା ଦେଇଛି । ଗାଜାରେ ଘମାଘୋଟ ଯୁଦ୍ଧ । ଗାଜାକୁ ଘେରାବନ୍ଦୀ କରି ହମାସ ସୁଡ଼ଙ୍ଗରେ ପ୍ରଚଣ୍ଡ ଆକ୍ରମଣ କରୁଛି ଇସ୍ରାଏଲ ସେନା । ଇସ୍ରାଏଲ ଗ୍ରାଉଣ୍ଡ ଅପରେସନରେ ଏଯାଏ ହମାସର ୬୦ କମାଣ୍ଡର ନିହତ ହେଲେଣି । ସହରର ଦୁଇଟି ହସପିଟାଲ ନିକଟରେ ଜୋରଦାର ଗୁଳିଗୋଳା ମାଡ଼ ହୋଇଛି ।
Trending
- ସମ୍ବଲପୁରରୁ ଆସିଛି ବଡ଼ ଅଘଟଣ,ବାଇକ ଚେନ୍ କ୍ରାଙ୍କରେ ପିଟି ପିଟି ମାଆ ଝିଅଙ୍କୁ ବୀଭତ୍ସ ହତ୍ୟା
- ‘ୱି ଦି ଲିଡର’ ଆନ୍ଦୋଳନର ଶୁଭାରମ୍ଭ କରିଛନ୍ତି କେ. ଆନ୍ନାମଲାଇ,ମାତ୍ର କେଇ ଘଣ୍ଟା ମଧ୍ୟରେ ୧୫ ଲକ୍ଷରୁ ଅଧିକ ଲୋକ ଏଥିରେ ସାମିଲ ହୋଇ ଏକ ନୂଆ ରେକର୍ଡ ସୃଷ୍ଟି କରିଛନ୍ତି
- ମୃତ ସୌମ୍ୟଙ୍କ ମୌଜପୁର ଘରେ ଖୋଳତାଡ଼ କରୁଛନ୍ତି କ୍ରାଇମବ୍ରାଞ୍ଚ ଟିମ୍,ହାତଲେଖା ଡାଇରୀ ଜବତ କରିବା ପାଇଁ ଏହି ଟିମ୍ ତାଙ୍କ ଘରେ ପହଞ୍ଚିଛି
- ୬ ଦିନିଆ ଦିଲ୍ଲୀ ଗସ୍ତ ସାରି ଓଡ଼ିଶା ଫେରିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ
- ପାଟନା ସିଭିଲ କୋର୍ଟରେ ଗୁଳିକାଣ୍ଡ ମାମଲାରେ ଚର୍ଚ୍ଚିତ ଶିକ୍ଷକ ଖାନ୍ ସାର୍
- ରାଜ୍ୟରେ ମୋଟ ୩,୭୯୩.୩୩ କୋଟି ଟଙ୍କାର ପୁଞ୍ଜିନିବେଶ ହେବାକୁ ଯାଉଥିବା ବେଳେ ୧୯,୯୨୪ ଜଣଙ୍କ ପାଇଁ ନୂଆ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ
- ଅନ୍ତର୍ଜାତୀୟ ରଜ ଉତ୍ସବ ଉପରେ କାଳବୈଶାଖୀ ମାଡ଼,ବ୍ୟବସାୟୀଙ୍କ ସାମଗ୍ରୀରେ ପାଣି ପଶି ଲକ୍ଷାଧିକ ଟଙ୍କାର କ୍ଷତି ହୋଇଛି
- ଦିଲ୍ଲୀରେ ‘କକ୍ରୋଚ୍’ ପାର୍ଟିର ଆନ୍ଦୋଳନ,କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି
- କାଳବୈଶାଖୀ ପ୍ରଭାବରେ ରାଜଧାନୀରେ ପ୍ରବଳ ବର୍ଷା ସହ କୁଆପଥର ବର୍ଷା
- ଭିଜିଲାନ୍ସ ଜାଲରେ ବାଲିଗୁଡ଼ା ITDA ସହକାରୀ ଯନ୍ତ୍ରୀ ବୈକୁଣ୍ଠ ନାଥ ବେହେରା,ଏକା ସାଙ୍ଗରେ ୯ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ
Prev Post
Next Post