ଦିନକୁ ଦିନି ଇସ୍ରାଏଲ-ହମାସ ଯୁଦ୍ଧ ଭୟଙ୍କର ହେଉଛି। ଏହାରି ଭିତରେ ଖାନ ୟୁନିସରେ ଆଇଡିଏଫ ଏୟାରଷ୍ଟ୍ରାଇକ କରିଛି। ଏଥିରେ ୨୧ଜଣଙ୍କର ମତ୍ୟୁ ହୋଇଛି। ସେହିପରି ଗାଜା ଚର୍ଚ୍ଚରେ ଆକ୍ରମଣକୁ ନେଇ ପୁଣି ଥରେ ଇସ୍ରାଏଲକୁ ଦାୟୀ କରିଛି ହମାସ। ଚର୍ଚ୍ଚ ଆକ୍ରମଣରେ ଅନେକଙ୍କ ଜୀବନ ଯାଇଥିବା ହମାସ ଅଭିଯୋଗ କରିଛ। ସେପଟେ ପାଲେଷ୍ଟିନୀୟଙ୍କ ମୃତ୍ୟୁ ସଂଖ୍ୟା ୪ ହଜାରକୁ ଟପିଥିବାବେଳ ୧୩ ହଜାର ୫୦୦ରୁ ଅଧିକ ଆହତ ହୋଇଛନ୍ତି।ଅନ୍ୟପଟେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ନେତାନ୍ୟାହୁ ରଣକ୍ଷେତ୍ରରେ ଇସ୍ରାଏଲୀ ଯବାନଙ୍କୁ ଭେଟିଛନ୍ତି। ଆଇଡିଏଫର ଯବାନମାନଙ୍କୁ ସମ୍ବୋଧିତ କରିବା ସହ ସେମାନଙ୍କୁ ଉତ୍ସାହିତ କରିଛନ୍ତ। ସେ କହିଛନ୍ତି, ସାରା ଦେଶର ଗୋଲାନି ସୈନିକମାନେ ଏଠାରେ ଏକତ୍ର ହୋଇଛନ୍ତି।
Trending
- ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଆଜି ଅଖିମୁଠି ଅନୁକୂଳ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ପବିତ୍ର ଅକ୍ଷୟ ତୃତୀୟା,ମାଟି ମାଆ ଓ ମା ଲକ୍ଷ୍ମୀଙ୍କ ଆରାଧନା ସହ ଚାଷ ପାଇଁ ଆଜି ହୁଏ ଅଖି ମୁଠି ଅନୁକୂଳ
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
Prev Post
Next Post