ରୁଷର ବର୍ବରତା । ୫୦ ନିରୀହ ଜନତାଙ୍କୁ ମୃତ୍ୟୁର ଶଯ୍ୟାରେ ଶୁଆଇ ଦେଇଛି ରୁଷ ସେନା। ଖାରକିଭରେ ରୁଷ ସେନାର ଅମାନୁଷିକ ଆକ୍ରମଣ। କୁପିଆନସ୍କ ଜିଲ୍ଲାର ଏକ ଗାଁରେ ଥିବା ଗୋଟିଏ ଗ୍ରୋସରୀ ଷ୍ଟୋର ଉପରେ ମିସାଇଲ ମାଡ଼ କରିଛି ରୁଷ ସେନା। ଏଥିରେ ୪୯ ଲୋକଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ଭିତରେ ଜଣେ ୬ ବର୍ଷର ଶିଶୁ ଅଛି।ଶିଶୁଟିକୁ ଧ୍ବଂସାବଶେଷ ତଳୁ ଉଦ୍ଧାର କରାଯାଇଛି। ଆକ୍ରମଣରେ ୬ ଜଣ ଆହତ ହୋଇଛନ୍ତି। ଘଟଣା ସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ମୃତ୍ୟୁ ସଂଖ୍ୟା ଆହୁରି ବଢ଼ିବା ଆଶଂକା ରହିଛି। ୟୁକ୍ରେନ ଉପରେ ଆକ୍ରମଣ ଆରମ୍ଭରୁ ନିରୀହ ଜନତାଙ୍କ ଜୀବନ ନେଉଛି ରୁଷ ସେନା। ଅତୀତରେ ୟୁକ୍ରେନର କେତେକ ସହରରେ ରୁଷ ସେନା ଗଣହତ୍ୟା କରିଛି
Trending
- ନବ ନିର୍ମିତ ତାଳବଣିଆ ଥାନା କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଓଡ଼ିଶା ପାଇଁ ହେବାକୁ ଥିବା ରାଜ୍ୟସଭା ଉପନିର୍ବାଚନରେ ଦେବାଶିଷଙ୍କୁ ପ୍ରାର୍ଥୀ କଲା ବିଜେପି
- ଭାରତ ଓ ରୁଷ ମଧ୍ୟରେ ବଡ଼ ଧରଣର ବିମାନ ଚୁକ୍ତି ସ୍ୱାକ୍ଷରିତ
- ପୁରୀରେ ବ୍ରିକ୍ସ ରାଷ୍ଟ୍ର ସମୂହର ସମ୍ମିଳନୀକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- କନଷ୍ଟେବଳ ସୌମ୍ୟ ରଞ୍ଜନ ସ୍ବାଇଁଙ୍କ ହତ୍ୟା ମାମଲା: ବରିଷ୍ଠ ଆଇପିଏସ୍ ଙ୍କୁ ଆଜି ଅତିଥି ଭବନରେ ଜେରା କରିପାରେ NHRC
- ବିହାରର ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁରେ ଭୟଙ୍କର ଅଗ୍ନିକାଣ୍ଡ, 4 ମୃତ , କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
- ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ଘଟଣା: ସାଙ୍ଗ ଓ ଦୁଇ ଅଭିଯୋଗକାରୀ ଯୁବତୀଙ୍କୁ ପଚରା ଉଚରା କଲା NHRC ଟିମ୍
- ରୁପାଲି ଛକ ନିକଟରେ କୁଢ଼ କୁଢ଼ ଅଳିଆ ଓ ମଦ ବଟଲ ଦେଖି ରାଗିଗଲେ ଭୁବନେଶ୍ୱର ମେୟର
- ଦିଲ୍ଲୀର ମାଲବ୍ୟ ନଗରରେ ଥିବା ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ, ନିଆଁ ଲାଗି ୨୦ ଜଣଙ୍କ ମୃତ୍ୟୁ,ଏକାଧିକ ଗୁରୁତର
- ଆଜିଠୁ ପୁରୀରେ ଆରମ୍ଭ ହେବ ବ୍ରିକ୍ସ ସମ୍ମିଳନୀ,ବିପର୍ଯ୍ୟୟ ମୁକାବିଲାର ଗୁରୁମନ୍ତ୍ର ଶିଖାଇବ ଓଡ଼ିଶା
Prev Post
Next Post