ଚାଇନାରେ ଗୋଟିଏ ଦିନରେ ୨କୋଟି ଲୋକ ଟ୍ରେନରେ ଯାତ୍ରା କରିଛନ୍ତି। ଗତକାଲି ଏହି ତଥ୍ୟ ଚାଇନା ରେଲଓ୍ବେରେ ଏକ ନୂଆ ରେକର୍ଡ ସୃଷ୍ଟି କରିଛି। ୧୮୫୪ ଅତିରିକ୍ତ ଟ୍ରେନ ସହିତ ସମୁଦାୟ ୧୨ହଜାର ୫୩୭ଟି ଟ୍ରେନ ଚଳାଚଳ କରିଥିଲା।ଆଜି ୧.୭କୋଟିରୁ ଅଧିକ ଲୋକ ଟ୍ରେନ ଯୋଗେ ଯାତ୍ରା କରିଛନ୍ତି। ଶନିବାର ଦେଶରେ ୧୫୯୪ଟି ଅତିରିକ୍ତ ଟ୍ରେନ ସହିତ ୧୨୧୮୦ ଯାତ୍ରୀବାହୀ ଟ୍ରେନ ଚଳାଚଳ କରିଛି।
Trending
- ବଢ଼ିବ ଚାଷୀ ପଞ୍ଜୀକରଣ ସମୟସୀମା
- ପହିଲାରୁ ନୂଆ ନିୟମ ,ମାସିକ ବଜେଟକୁ କରିବ ପ୍ରଭାବିତ
- ମନ କି ବାତରେ ଓଡ଼ିଶା କଥା
- ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ ଘଟଣାରେ ଫେରାର ଥିବା ବିଜେଡି କର୍ପୋରେଟର ଅମରେଶ ଜେନା ନୀଳଗିରିରୁ ଗିରଫ
- ଆଜି କାର୍ଗିଲ ବିଜୟ ଦିବସ
- ୧୦ ସରପଞ୍ଚ ବିଜେପିରେ ମିଶିଲେ
- ମୋହନଙ୍କ ମନ୍ତ୍ରିମଣ୍ଡଳ ସଂପ୍ରସାରଣ: କିଏ ପାଇବେ ସ୍ଥାନ?
- ମାଳଦୀପରେ ମୋଦୀ , ୨୧ ତୋପ ସଲାମି ସହ ସ୍ୱାଗତ କଲେ ରାଷ୍ଟ୍ରପତି
- ସରକାର ଥିବା ସମୟରେ ଜାତିଗତ ଜନଗଣନା ନକରିବା ଭୁଲ ଥିଲା – ରାହୁଲ ଗାନ୍ଧୀ
- ଓଡ଼ିଶା ହେବ ଟେକ୍ସଟାଇଲ ହବ୍,୬ ଟି ଟେକ୍ସଟାଇଲ ପାର୍କର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
Prev Post
Next Post