ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍ ୟୁକ୍ରେନ୍ ସହ ଶାନ୍ତି ବାର୍ତ୍ତାକୁ ନେଇ ବଡ଼ ବୟାନ ଦେଇଛନ୍ତି । ସେ କହିଛନ୍ତି ୟୁକ୍ରେନ୍ ସହ ରୁଷର ସମ୍ଭାବିତ ଶାନ୍ତି ବାର୍ତ୍ତାରେ ଚୀନ୍, ଭାରତ ଏବଂ ବ୍ରାଜିଲ ମଧ୍ୟସ୍ଥିର ଭୂମିକା ତୁଲାଇପାରନ୍ତି । ପୁଟିନଙ୍କ କହିବାନୁଯାୟୀ ଯୁଦ୍ଧର ପ୍ରଥମ ସପ୍ତାହରେ ଇସ୍ତାନବୁଲରେ ହୋଇଥିବା ଆଲୋଚନା ସମୟରେ ରୁଷ ଏବଂ ୟୁକ୍ରେନ ବୁଝାମଣାକାରୀଙ୍କ ମଧ୍ୟରେ ଏକ ପ୍ରାଥମିକ ଚୁକ୍ତି ହୋଇଥିଲା ଯାହା କେବେ କାର୍ଯ୍ୟକାରୀ ହୋଇନଥିଲା । ଏହା ଆଲୋଚନା ପାଇଁ ଆଧାର ହୋଇପାରେ । ଏହି ବୟାନ ଏପରି ସମୟରେ ଆସିଛି ଯେତେବେଳେ ପ୍ରଧାନମନ୍ତ୍ରୀ ମୋଦୀ ନିକଟରେ ୟୁକ୍ରେନ୍ ଏବଂ ଏହା ପୂର୍ବରୁ ରୁଷର ଗସ୍ତ କରିଥିଲେ । ପ୍ରଧାନମନ୍ତ୍ରୀ ମୋଦୀଙ୍କ ଏହି ଦୁଇ ଯାତ୍ରା ବହୁତ ଗୁରୁତ୍ୱପୂର୍ଣ୍ଣ ଥିଲା ଏବଂ ଏହା ବିଶ୍ୱ ସ୍ତରରେ ଚର୍ଚ୍ଚାର ବିଷୟ ପାଲଟିଥିଲା ।
Trending
- ରାଜ୍ୟସଭା ଉପନିର୍ବାଚନ ପାଇଁ ନାମାଙ୍କନ ଦାଖଲ କଲେ ଦେବାଶିଷ ସାମନ୍ତରାୟ
- କନଷ୍ଟେବଳ ସୌମ୍ୟରଞ୍ଜନ ମୃତ୍ୟୁ ଘଟଣା: ଆଜି NHRC ତଦନ୍ତର ଶେଷ ଦିନ
- ନବ ନିର୍ମିତ ତାଳବଣିଆ ଥାନା କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଓଡ଼ିଶା ପାଇଁ ହେବାକୁ ଥିବା ରାଜ୍ୟସଭା ଉପନିର୍ବାଚନରେ ଦେବାଶିଷଙ୍କୁ ପ୍ରାର୍ଥୀ କଲା ବିଜେପି
- ଭାରତ ଓ ରୁଷ ମଧ୍ୟରେ ବଡ଼ ଧରଣର ବିମାନ ଚୁକ୍ତି ସ୍ୱାକ୍ଷରିତ
- ପୁରୀରେ ବ୍ରିକ୍ସ ରାଷ୍ଟ୍ର ସମୂହର ସମ୍ମିଳନୀକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- କନଷ୍ଟେବଳ ସୌମ୍ୟ ରଞ୍ଜନ ସ୍ବାଇଁଙ୍କ ହତ୍ୟା ମାମଲା: ବରିଷ୍ଠ ଆଇପିଏସ୍ ଙ୍କୁ ଆଜି ଅତିଥି ଭବନରେ ଜେରା କରିପାରେ NHRC
- ବିହାରର ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁରେ ଭୟଙ୍କର ଅଗ୍ନିକାଣ୍ଡ, 4 ମୃତ , କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
- ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ଘଟଣା: ସାଙ୍ଗ ଓ ଦୁଇ ଅଭିଯୋଗକାରୀ ଯୁବତୀଙ୍କୁ ପଚରା ଉଚରା କଲା NHRC ଟିମ୍
- ରୁପାଲି ଛକ ନିକଟରେ କୁଢ଼ କୁଢ଼ ଅଳିଆ ଓ ମଦ ବଟଲ ଦେଖି ରାଗିଗଲେ ଭୁବନେଶ୍ୱର ମେୟର
Prev Post
Next Post