ମେକ୍ସିକୋର ଉତ୍ତର ଭାଗରେ ଥିବା ଡୁରାଙ୍ଗୋ ରାଜ୍ୟରେ ଦୁଇଟି ଘରୋଇ ବିମାନ ମଧ୍ୟରେ ଧକ୍କାହେବାରୁ ଜଣେ ଶିଶୁ ସମେତ ୫ ଜଣଙ୍କ ମୃତ୍ୟୁ ଘଟିଛି। ଲା ଗାଲାନ୍ସିଟା ସହରର ଏକ ଅପରିଷ୍କାର ଏୟାରଷ୍ଟ୍ରିପ୍ରେ ସୋମବାର ଏହି ଦୁର୍ଘଟଣା ଘଟିଥିଲା। ଗୋଟିଏ ବିମାନ ଉଡ଼ାଣ ଆରମ୍ଭ କରୁଥିବାବେଳେ ଅନ୍ୟଟି ଲ୍ୟାଣ୍ଡିଂ କରିବାରୁ ସେମାନଙ୍କ ମଧ୍ୟରେ ଧକ୍କା ହୋଇଥିଲା ବୋଲି ରାଜ୍ୟର ସୁରକ୍ଷା ସଚିବାଳୟ ପକ୍ଷରୁ କୁହାଯାଇଛି। ଦୁର୍ଘଟଣା ଯୋଗୁ ଦୁଇଟି ବିମାନରେ ନିଆଁ ଲାଗିଯାଇଥିଲା।
Trending
- କାଳ ବୈଶାଖି ପରେ ରାଜ୍ୟରେ ଉପରମୁହାଁ ପାରଦ
- ସୁରକ୍ଷାକର୍ମୀଙ୍କ ଗୁଳିରେ ୬ ନକ୍ସଲ ନିପାତ
- ୪ ଦିନିଆ ଭାରତ ଗସ୍ତରେ ଆସୁଛନ୍ତି ଆମେରିକାର ଉପରାଷ୍ଟ୍ରପତି
- ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି
- ଆସନ୍ତାକାଲି ସମ୍ବଲପୁରରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଶିବିର
- ଈଶାନଙ୍କ ପ୍ରେମରେ ଆଲିଆଙ୍କ ବଡ଼ ଭଉଣୀ
- ଶୁଭମନ ଗିଲଙ୍କ ଉପରେ ଲାଗିଲା ଜୋରିମାନା
- ମହାନଦୀର ଗଭୀର ଜଳ ରାଶି ଭିତରେ ଚେସ ଖେଳିଲେ ସୂର୍ଯ୍ୟବଂଶୀ ସୂରଜ
- ବିବାହ ବନ୍ଧନରେ ବାନ୍ଧି ହେଲେ କେଜ୍ରିଓ୍ବାଲଙ୍କ ଝିଅ ହର୍ଷିତା
- ପୁରୀ ଚନ୍ଦନା ଯାତ୍ରାରେ ବାଣରେ ଲାଗିଲା ରୋକ
Prev Post
Next Post