ଗାଜା: ଗାଜାର ଅଲ-ଆହଲି ଆରବୀ ହସ୍ପିଟାଲ ଉପରେ ଆଜି ସନ୍ଧ୍ୟାରେ ଇସ୍ରାଏଲ ବୋମାମାଡ଼ କରିଛି। ଆକ୍ରମଣରେ ପ୍ରାୟ ୫ ଶହ ଲୋକଙ୍କ ମୃତ୍ୟୁ ହୋଇଛି ବୋଲି ଗାଜା ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ କୁହାଯାଇଛି। ଗାଜା ସହରର କେନ୍ଦ୍ରସ୍ଥଳରେ ଅବସ୍ଥିତ ଏହି ପ୍ରମୁଖ ହସ୍ପିଟାଲରେ ପ୍ରଚଣ୍ଡ ବିସ୍ଫୋରଣ ହୋଇଥିଲା ଏବଂ ଏହା ଇସ୍ରାଏଲ ବାୟୁସେନାର ଆକ୍ରମଣ ଥିଲା ବୋଲି ହମାସ୍ ଦାବି କରିଛି। ଗାଜା ସ୍ବାସ୍ଥ୍ୟ ମନ୍ତ୍ରାଳୟ ପ୍ରବକ୍ତା ଅସରଫ୍ ଅଲ୍ କ୍ବାଦ୍ରା କହିଛନ୍ତି ଯେ ଆକ୍ରମଣର ୨ ଘଣ୍ଟା ଭିତରେ ମୃତ୍ୟୁ ସଂଖ୍ୟା ୫୦୦ ଛୁଇଁଛି। ତେବେ ଇସ୍ରାଏଲ ବାୟୁସେନା ପ୍ରବକ୍ତା ଡାନିଏଲ ହାଗାରି କହିଛନ୍ତି, ହସ୍ପିଟାଲ ଉପରେ ଆକ୍ରମଣ ଅଭିଯୋଗ ଉପରେ ଆମେ ଯାଞ୍ଚ କରୁଛୁ ଏବଂ ବିସ୍ଫୋରଣର କାରଣ ଏ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ।
Trending
- ଚାଷୀଙ୍କ ଖାତାରେ ସିଏମ କିଷାନର ପଞ୍ଚମ କିସ୍ତି , ଡିବିଟି ମାଧ୍ୟମରେ ଚାଷୀଙ୍କ ଖାତାକୁ ଗଲା ଟଙ୍କା
- ଲକ୍ଷ୍ମୀସାଗର ବ୍ରହ୍ମାକୁମାରୀ ସେଣ୍ଟରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପାଳିତ: ଦିବ୍ୟ ଗୁଣ ଧାରଣ ପାଇଁ ଆହ୍ୱାନ
- ମହାକାଶରେ ଭାରତର ନୂଆ ଆଖି । EOS-05ର ସଫଳ ଉତକ୍ଷେପଣ
- ଏଣିକି ଜମି କିଣାବିକା ପଞ୍ଜୀକରଣ ଦଲିଲ ମାତ୍ର ଚାରି ପୃଷ୍ଠାରେ ସୀମିତ ରହିବା ସହ ସେଲ୍ ଡିଡ୍ ରେଜିଷ୍ଟ୍ରେସନ ସମ୍ପୂର୍ଣ୍ଣ ପେପରଲେସ୍ ହେବ
- ଓଡ଼ିଶା ଯାତ୍ରୀ ସୁରକ୍ଷା ଆପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ସ୍କୁଲ ଆସିବା-ଯିବା କିମ୍ବା ପରିସରରେ ଛାତ୍ରଛାତ୍ରୀଙ୍କ ଦୁର୍ଘଟଣା ଘଟିଲେ ମିଳିବ ୨ ଲକ୍ଷ ସହାୟତା ଘୋଷଣା କଲେ ରାଜ୍ୟ ସରକାର
- ପୂର୍ବତନ ମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟିର ନେତା ସତ୍ୟେନ୍ଦ୍ର ଜୈନଙ୍କୁ ବଡ଼ ଆଶ୍ୱସ୍ତି, ମିଳିଲା ଜାମିନି
- ପବିତ୍ର ଜନ୍ମାଷ୍ଟମୀ ପାଇଁ ଚଳଚଞ୍ଚଳ କନ୍ଧମାଳ ଜିଲ୍ଲା, ଆଶ୍ରମରେ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ
- ଆସନ୍ତାକାଲି ମିଳିବ ସିଏମ୍-କିଷାନ ଯୋଜନାର ପଞ୍ଚମ କିସ୍ତି,ରାଜ୍ୟର ୪୧ ଲ୪ରୁ ଉର୍ଦ୍ଧ କୃଷକ ପରିବାର ଉପକୃତ ହେବେ
- ଭିତରକନିକାରେ ତିନି ଦିନ ଧରି ପକ୍ଷୀ ଗଣନା ଚାଲିବ,ସକାଳ ୬ରୁ ଦିନ ୧୨ଟା ପର୍ଯ୍ୟନ୍ତ ପକ୍ଷୀ ଗଣନା