ପାକିସ୍ତାନ ପରେ ଏବେ ଆଫଗାନିସ୍ତାନରେ ମଧ୍ୟ ବନ୍ୟା ଭୟଙ୍କର ସ୍ଥିତି ସୃଷ୍ଟି କରିଛି। ଜାତିସଂଘର ଓ ଶାସକ ତାଲିବାନ ଅନୁସାରେ, ଆଫଗାନିସ୍ତାନରେ ଏକ ମାସର ମୌସୁମୀ ବର୍ଷା ଯୋଗୁଁ ହଠାତ୍ ବନ୍ୟା ଆସିଯାଇଛି। ଏହି ବନ୍ୟା ବେଳେ ଅତି କମ୍ରେ ୧୮୨ ଜଣ ଲୋକଙ୍କର ମୃତ୍ୟୁ ହୋଇଯାଇଛି ଓ ଶତାଧିକ ସଂଖ୍ୟାରେ ଲୋକ ଆହତ ହୋଇଛନ୍ତି।ତାଲିବାନର ମୁଖପାତ୍ର ଜବିହୁଲ୍ଲା ମୁଜାହିଦ କହିଛନ୍ତି, ହଠାତ ଆସିଥିବା ବନ୍ୟା କାରଣରୁ ୨୫୦ରୁ ଅଧିକ ଲୋକ ଆହତ ହୋଇଯାଇଛନ୍ତି। ସେଭଳି ୩୦୦୦ ରୁ ଅଧିକ ନଷ୍ଟ ହୋଇଯାଇଛି। ମୁଜାହିଦ କହିଛନ୍ତି, ଅତି କମ୍ରୁ କମ୍ ୧୮୨ ଜଣ ଲୋକଙ୍କର ମୃତ୍ୟୁ ହୋଇଛି ଓ ସବୁଠାରୁ ଅଧିକ ମୃତ୍ୟୁ ୧୬ ଅଗଷ୍ଟରୁ ୨୧ ଅଗଷ୍ଟ ଭିତରେ ହୋଇଛି। ଏହି ୪ ଦିନରେ ହଠାତ ଆସିଥିବା ବନ୍ୟା ଯୋଗୁଁ ୬୩ ଜଣ ଲୋକଙ୍କର ଜୀବନ ଚାଲିଯାଇଥିଲା।ଜାତିସଂଘର କାର୍ଯ୍ୟାଳୟ ଅନୁସାରେ, ଅନ୍ୟ ୩୦ ଜଣ ନିଖୋଜ ହୋଇଥିବାର ଜଣାପଡିଛନ୍ତି।
Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା