କାବୁଲ: ଆଫଗାନିସ୍ତାନରେ ଏବେ ତାଲିବାନ ଶାସନକୁ ଡରୁନାହାଁନ୍ତି ମହିଳା । ନିଜ ଜୀବନକୁ ବାଜି ଲଗାଇ ରାସ୍ତାକୁ ଆସି ଆନ୍ଦୋଳନ କରିବା ଆରମ୍ଭ କରିଛନ୍ତି । ମହିଳାଙ୍କ ପ୍ରତି ହେଉଥିବା ଅନ୍ୟାୟ ବିରୋଧରେ ସେମାନେ ଧାରଣା ଦେଉଛନ୍ତି । ମହିଳା ଅଧିକାରକୁ ବଞ୍ଚିତ କରାଯାଇପାରିବ ନାହିଁ ବୋଲି ମହିଳା ସିଧା ସିଧା କହୁଛନ୍ତି । ତାଲିବାନ ଶାସକଙ୍କ ବିରୋଧରେ ଆରମ୍ଭ ହୋଇଛି ମହିଳାଙ୍କ ବିଦ୍ରୋହ। ମୁଖ୍ୟତଃ ମହିଳାଙ୍କୁ ପାଠପଢ଼ାରେ ବାରଣ କରାଯିବା ସହ ସେମାନଙ୍କର ବହୁ ଅଧିକାର ଉପରେ ନିଷ୍ଟୁର ତାଲିବାନ ସରକାର ରୋକ ଲଗାଇଛନ୍ତି। ଯାହାକୁ ମହିଳାମାନଙ୍କ ବିରୋଧ କରାଯାଇଛି ।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Prev Post