ସୁଦାନରେ ସଂଘର୍ଷ ଜାରି ରହିଛି ଓ ମୃତ୍ୟୁସଂଖ୍ୟା ୨୭୦ ଟପିଯାଇଛି । ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ସୁଦାନର ସଦ୍ୟତମ ସ୍ଥିତି କୁ ନେଇ ୟୁଏଇ ଏବଂ ସାଉଦି ଆରବରେ ଥିବା ତାଙ୍କ ପ୍ରତିପକ୍ଷଙ୍କ ସହ କଥା ହୋଇଛନ୍ତି। ଏହି ସବୁ ଦେଶ ସୁଦାନରୁ ନିଜ ନାଗରିକଙ୍କୁ ସ୍ଥାନାନ୍ତର କରିବା ଆହ୍ୱାନର ସମ୍ମୁଖୀନ ହେଉଛନ୍ତି । ଗତ ୧୪ ତାରିଖରୁ ସୁଦାନରେ ଆରମ୍ଭ ହୋଇଥିବା ହିଂସାରେ ଏପର୍ଯ୍ୟନ୍ତ ୨୭୦ରୁ ଅଧିକ ଲୋକ ପ୍ରାଣ ହରାଇସାରିଲେଣି । କ୍ଷମତା କୁ ନେଇ ସେଠାକାର ସେନା ଓ ଅର୍ଦ୍ଧସାମରିକ ବାହିନୀ ରାପିଡ୍ ସପର୍ଟ ଫୋର୍ସ ମଧ୍ୟରେ ସଂଘର୍ଷ ଚାଲିଛି । ଫସି ରହିଥିବା ଭାରତୀୟ ନାଗରିକଙ୍କୁ ଫେରାଇ ଆଣିବା ପାଇଁ ଭାରତ ସରକାର ଉଦ୍ୟମ ଚଳାଇଛନ୍ତି । ଏଥିପାଇଁ ସରକାର ଆମେରିକା, ବ୍ରିଟେନ, ସାଉଦି ଆରବ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ ସହ ଯୋଗାଯୋଗରେ ଅଛନ୍ତି ।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Next Post