ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ବକ୍ସିଂ ଡେ’ ଟେଷ୍ଟ ଆରମ୍ଭ ହୋଇଛି। ଚତୁର୍ଥ ଟେଷ୍ଟରେ ଅଷ୍ଟ୍ରେଲୀୟ ଅଧିନାୟକ ପ୍ୟାଟ କମିନ୍ସ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଅଷ୍ଟ୍ରେଲିଆ ଏହାର ପ୍ଲେ -୧୧ ଘୋଷଣା କରିସାରିଛି। ନାଥନ ମ୍ୟାକସ୍ବେନିଙ୍କ ସ୍ଥାନରେ ସାମ କନଷ୍ଟାସଙ୍କୁ ଏକ ସୁଯୋଗ ଦିଆଯାଇଛି। ଏଥି ସହିତ ଭାରତୀୟ ଦଳରେ ମଧ୍ୟ ପରିବର୍ତ୍ତନ ଆସିଛି। ଶୁବମାନ ଗିଲଙ୍କୁ ବିଶ୍ରାମ ଦିଆଯାଇଛି। ତାଙ୍କ ସ୍ଥାନରେ ୱାଶିଂଟନ ସୁନ୍ଦରଙ୍କୁ ସୁଯୋଗ ଦିଆଯାଇଛି। ଜାଡେଜାଙ୍କ ସହ ଜଣେ ଅତିରିକ୍ତ ସ୍ପିନରଙ୍କୁ ଏକ ସୁଯୋଗ ମିଳିଛି। ଯଶସ୍ବୀଙ୍କ ସହ ସେ ଇନିଂସ ଓପନ୍ କରିବେ ବୋଲି ରୋହିତ କହିଛନ୍ତି।
Trending
- ଛଠ ପୂଜା କାର୍ଯ୍ୟକ୍ରମରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବର୍ତ୍ତମାନ ମୋନ୍ଥା ଗୋପାଳପୁର ଠାରୁ ୫୫୦ କିଲୋମିଟର ଦକ୍ଷିଣ ଦକ୍ଷିଣ-ପଶ୍ଚିମ ଦିଗରେ ରହିଛି
- ବାତ୍ୟା ପାଇଁ ଖୋର୍ଦ୍ଧା ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା
- ସମ୍ଭାବ୍ୟ ବାତ୍ୟା ‘ମୋନ୍ଥା’ ପାଇଁ ୮ ଜିଲାରେ ସ୍କୁଲ ଛୁଟି ଘୋଷଣା
- ବାତ୍ୟାର ପ୍ରଭାବ ଦାରିଙ୍ଗବାଡ଼ିରେ ଦେଖିବାକୁ ମିଳିଛି, ମଧ୍ୟାହ୍ନରୁ ବର୍ଷା, ପବନ ଲାଗିରହିଛି
- ସରକାର ଗଢ଼ିବା ପାଇଁ ଭୋଟରଙ୍କୁ ପ୍ରତିଦିନ ଲୋଭ ଦେଖାଉଛନ୍ତି ତେଜସ୍ବୀ
- ନୂଆପଡ଼ାରେ ତିନି ପ୍ରମୁଖ ରାଜନୈତିକ ଦଳଙ୍କ ଫୋକସରେ ଚାଷୀ, ମହିଳା
- ରାତାରାତି ବଢିଗଲା ଆଳୁ-ପିଆଜ ଦର
- ମଙ୍ଗଳବାର ସ୍ଥଳଭାଗ ମୁହାଁଇବ ‘ମନ୍ଥା’
- ଆଜି ରାତି ସୁଦ୍ଧା ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟାର ରୂପ ନେବ ‘ମୋନ୍ଥା’