ଭାରତର ସ୍ୱାଧୀନତା ଦିବସ ଅବସରରେ ନ୍ୟୁୟର୍କ ସହରର ପ୍ରସିଦ୍ଧ ଟାଇମ୍ସ ସ୍କୋୟାରରେ ଓଡ଼ିଶାର ପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟ ମନ୍ଦିର ଚକ୍ରର ପ୍ରତିକୃତି ଉନ୍ମୋଚନ କରିଛନ୍ତି ସେଲିବ୍ରିଟି ସେଫ୍ ବିକାଶ ଖାନ୍ନା। ଏହାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସହ ଅନେକ ବିଶିଷ୍ଟ ବ୍ୟକ୍ତି ପ୍ରଶଂସା କରିଛନ୍ତି । ନ୍ୟୁୟର୍କସ୍ଥିତ ଭାରତୀୟ ଦୂତାବାସ, ଇଣ୍ଡୋ-ଆମେରିକୀୟ ଆର୍ଟସ କାଉନସିଲ ଏବଂ ଭାରତୀୟ-ଆମେରିକୀୟମାନେ ବହୁ ସଂଖ୍ୟାରେ ସେ ସମୟରେ ଉପସ୍ଥିତ ଥିଲେ । ବାଲୁକା ପଥରରେ ନିର୍ମିତ ଓ ପ୍ରାୟ ୪ ହଜାର ପାଉଣ୍ଡ ଓଜନର ଏହି ହାତତିଆରି ପ୍ରତିକୃତି (ରେପ୍ଲିକେସନ୍) ପ୍ରସ୍ତୁତ କରିବା ପାଇଁ ଓଡ଼ିଶାର ଲଳିତାଗରି ଗାଁର ଅନେକ କଳାକାର ମାସ ମାସ ଧରି କାମ କରିଛନ୍ତି।
Trending
- “ପଶ୍ଚିମବଙ୍ଗକୁ ଦୁଷ୍କର୍ମକାରୀ ଏବଂ ଅପରାଧୀଙ୍କ ପାଇଁ ଏକ ସୁରକ୍ଷିତ ଠିକଣା – ବିଜେପି
- ପୁଣି ଥରେ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି ସଙ୍ଗୀତକାର ଅଭିଜିତ ମଜୁମଦାର
- ବିଜେପିରୁ ପ୍ରାର୍ଥୀ ହେବେ ଜୟ ଢ଼ୋଲକିଆ
- ବୃହତ୍ ମତ୍ସ୍ୟ ମାର୍କେଟର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
- ଜଳେଶ୍ୱରର ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁର୍ଗାପୁରରେ ଗଣଦୁଷ୍କର୍ମ
- ରାଜ୍ୟ କ୍ୟାବିନେଟ୍ର ୨୮ତମ ବୈଠକ , ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର
- ଗଣତାନ୍ତ୍ରିକ ସମାଜରେ ଉଗ୍ରବାଦ, ଆତଙ୍କୀ କାର୍ଯ୍ୟକଳାପର କୌଣସି ସ୍ଥାନ ନାହିଁ
- ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ
- ମଝି ଆକାଶରେ ଯାତ୍ରୀ ଅସୁସ୍ଥ ଅନୁଭବ କରିବାକୁ ଏୟାର ଇଣ୍ଡିଆ ବିମାନର ଜରୁରୀକାଳନୀ ଅବତରଣ
- ଅତିରିକ୍ତ ଏସପି ସ୍ତରରେ ବଡ ଧରଣର ଅଦଳବଦଳ