ଭାରତର ସ୍ୱାଧୀନତା ଦିବସ ଅବସରରେ ନ୍ୟୁୟର୍କ ସହରର ପ୍ରସିଦ୍ଧ ଟାଇମ୍ସ ସ୍କୋୟାରରେ ଓଡ଼ିଶାର ପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟ ମନ୍ଦିର ଚକ୍ରର ପ୍ରତିକୃତି ଉନ୍ମୋଚନ କରିଛନ୍ତି ସେଲିବ୍ରିଟି ସେଫ୍ ବିକାଶ ଖାନ୍ନା। ଏହାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସହ ଅନେକ ବିଶିଷ୍ଟ ବ୍ୟକ୍ତି ପ୍ରଶଂସା କରିଛନ୍ତି । ନ୍ୟୁୟର୍କସ୍ଥିତ ଭାରତୀୟ ଦୂତାବାସ, ଇଣ୍ଡୋ-ଆମେରିକୀୟ ଆର୍ଟସ କାଉନସିଲ ଏବଂ ଭାରତୀୟ-ଆମେରିକୀୟମାନେ ବହୁ ସଂଖ୍ୟାରେ ସେ ସମୟରେ ଉପସ୍ଥିତ ଥିଲେ । ବାଲୁକା ପଥରରେ ନିର୍ମିତ ଓ ପ୍ରାୟ ୪ ହଜାର ପାଉଣ୍ଡ ଓଜନର ଏହି ହାତତିଆରି ପ୍ରତିକୃତି (ରେପ୍ଲିକେସନ୍) ପ୍ରସ୍ତୁତ କରିବା ପାଇଁ ଓଡ଼ିଶାର ଲଳିତାଗରି ଗାଁର ଅନେକ କଳାକାର ମାସ ମାସ ଧରି କାମ କରିଛନ୍ତି।
Trending
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
- ଅସହ୍ୟ ଗରମ କାରଣରୁ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା,ଏପ୍ରିଲ ୨୧ ପର୍ଯ୍ୟନ୍ତ ଛୁଟି ଘୋଷଣା କଲେ ଜିଲ୍ଲାପାଳ
- ସଂସଦରେ ବିଳମ୍ବିତ ରାତିରେ ମହିଳା ସଂରକ୍ଷଣ ବିଲ 2023 ଲାଗୁ