ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କ ହେଲିକପ୍ଟର ଦୁର୍ଘଟଣାରେ ମୃତ୍ୟୁ ଘଟିଛି । ତାଙ୍କ ସହ ବୈଦେଶିକ ମନ୍ତ୍ରୀ ମଧ୍ୟ ପ୍ରାଣ ହରାଇଛନ୍ତି। ଉଭୟଙ୍କ ମୃତ୍ୟୁ ହୋଇଥିବା ଏବଂ ହେଲିକପ୍ଟରର ଭଗ୍ନାବଶେଷ ମିଳିଛି ବୋଲି ଇରାନ ଗଣମାଧ୍ୟମ ଦାବି କରିଛି।ସୂଚନାଯୋଗ୍ୟ, ରବିବାର ଦିନ ପାଖାପାଖି ୩ଟା ସମୟରେ ରଈସିଙ୍କ ହେଲିକପ୍ଟରଟି ଆଜରବାଇଜାନର ଘନ ଓ ପାହାଡ଼ିଆ ଅଞ୍ଚଳରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏହି ହେଲିକପ୍ଟରରେ ବୈଦେଶିକ ମନ୍ତ୍ରୀ ଇବ୍ରାହିମ ରାଇସି ଏବଂ ଅନ୍ୟ ଅଧିକାରୀମାନେ ମଧ୍ୟ ଥିଲେ।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Prev Post
Next Post