ଆମେରିକାରେ ଶକ୍ତିଶାଳୀ ଭୂମିକମ୍ପ  ଅନୂଭୂତ,କାଲିଫର୍ଣ୍ଣିଆରେ ୫.୨ ତୀବ୍ରତାର  ଝଟକା

ଆମେରିକାରେ ଶକ୍ତିଶାଳୀ ଭୂମିକମ୍ପ  ଅନୂଭୂତ । ଦକ୍ଷିଣ କାଲିଫର୍ଣ୍ଣିଆରେ ୫.୨ ତୀବ୍ରତାର  ଝଟକା । ଭୂକମ୍ପରେ କାହାର କିଛି କ୍ଷୟକ୍ଷତି ହୋଇନଥିବା ସୂଚନା ରହିଛି । କିନ୍ତୁ ଅନେକ ସ୍ଥାନରେ ପାହାଡରୁ ପଥର ଧସିଥିବା ସୂଚନା ରହିଛି  ।

Leave a comment