ଆମେରିକାରେ ଏବେ ବରଫ ଝଡ଼ ଲୋକଙ୍କ ଆଖିରୁ ନିଦ ହଜାଇଦେଇଛି । ବିଭିନ୍ନ ଅଞ୍ଚଳରେ ତୁଷାର ଝଡ଼ରେ ମୃତ୍ୟୁ ସଂଖ୍ୟା 40 ଟପିଲାଣି । ଏମିତି ତାପମାତ୍ରା ହ୍ରାସ ପାଇଛି ଯେ ଖ୍ରୀଷ୍ଟମାସ ପାଇଁ ଉତ୍ସବ ମନାଇବା ଅସମ୍ଭବ ଲୋକଙ୍କ ପାଇଁ ଅସମ୍ଭବ ହୋଇପଡିଛି। ହଜାର ହଜାର ସଂଖ୍ୟକ ଲୋକ ବିଭିନ୍ନ ବିମାନବନ୍ଦର ପରିସରରେ ଅଟକି ରହିଛନ୍ତି। ମହିଳା ଶିଶୁ, ବୃଦ୍ଧମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ବରଫ ଆସ୍ତରଣ ଜମି ରହିବାରୁ ସଡକ ଓ ଆକାଶପଥ ରେ ଗମନାଗମନ ବନ୍ଦ ହୋଇପଡିଛି। ଦେଶର ବିଭିନ୍ନ ବିମାନବନ୍ଦରରେ ୫,୯୩୪ଟି ବିମାନ ଉଡାଣ ବାତିଲ ହୋଇଥିବା ବେଳେ ଲୋକେ ଚିନ୍ତିତ ରହିଛନ୍ତି ।
Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
Prev Post