ଆମେରିକାରେ ଏବେ ବରଫ ଝଡ଼ ଲୋକଙ୍କ ଆଖିରୁ ନିଦ ହଜାଇଦେଇଛି । ବିଭିନ୍ନ ଅଞ୍ଚଳରେ ତୁଷାର ଝଡ଼ରେ ମୃତ୍ୟୁ ସଂଖ୍ୟା 40 ଟପିଲାଣି । ଏମିତି ତାପମାତ୍ରା ହ୍ରାସ ପାଇଛି ଯେ ଖ୍ରୀଷ୍ଟମାସ ପାଇଁ ଉତ୍ସବ ମନାଇବା ଅସମ୍ଭବ ଲୋକଙ୍କ ପାଇଁ ଅସମ୍ଭବ ହୋଇପଡିଛି। ହଜାର ହଜାର ସଂଖ୍ୟକ ଲୋକ ବିଭିନ୍ନ ବିମାନବନ୍ଦର ପରିସରରେ ଅଟକି ରହିଛନ୍ତି। ମହିଳା ଶିଶୁ, ବୃଦ୍ଧମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ବରଫ ଆସ୍ତରଣ ଜମି ରହିବାରୁ ସଡକ ଓ ଆକାଶପଥ ରେ ଗମନାଗମନ ବନ୍ଦ ହୋଇପଡିଛି। ଦେଶର ବିଭିନ୍ନ ବିମାନବନ୍ଦରରେ ୫,୯୩୪ଟି ବିମାନ ଉଡାଣ ବାତିଲ ହୋଇଥିବା ବେଳେ ଲୋକେ ଚିନ୍ତିତ ରହିଛନ୍ତି ।
Trending
- ନବ ନିର୍ମିତ ତାଳବଣିଆ ଥାନା କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଓଡ଼ିଶା ପାଇଁ ହେବାକୁ ଥିବା ରାଜ୍ୟସଭା ଉପନିର୍ବାଚନରେ ଦେବାଶିଷଙ୍କୁ ପ୍ରାର୍ଥୀ କଲା ବିଜେପି
- ଭାରତ ଓ ରୁଷ ମଧ୍ୟରେ ବଡ଼ ଧରଣର ବିମାନ ଚୁକ୍ତି ସ୍ୱାକ୍ଷରିତ
- ପୁରୀରେ ବ୍ରିକ୍ସ ରାଷ୍ଟ୍ର ସମୂହର ସମ୍ମିଳନୀକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- କନଷ୍ଟେବଳ ସୌମ୍ୟ ରଞ୍ଜନ ସ୍ବାଇଁଙ୍କ ହତ୍ୟା ମାମଲା: ବରିଷ୍ଠ ଆଇପିଏସ୍ ଙ୍କୁ ଆଜି ଅତିଥି ଭବନରେ ଜେରା କରିପାରେ NHRC
- ବିହାରର ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁରେ ଭୟଙ୍କର ଅଗ୍ନିକାଣ୍ଡ, 4 ମୃତ , କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
- ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ଘଟଣା: ସାଙ୍ଗ ଓ ଦୁଇ ଅଭିଯୋଗକାରୀ ଯୁବତୀଙ୍କୁ ପଚରା ଉଚରା କଲା NHRC ଟିମ୍
- ରୁପାଲି ଛକ ନିକଟରେ କୁଢ଼ କୁଢ଼ ଅଳିଆ ଓ ମଦ ବଟଲ ଦେଖି ରାଗିଗଲେ ଭୁବନେଶ୍ୱର ମେୟର
- ଦିଲ୍ଲୀର ମାଲବ୍ୟ ନଗରରେ ଥିବା ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ, ନିଆଁ ଲାଗି ୨୦ ଜଣଙ୍କ ମୃତ୍ୟୁ,ଏକାଧିକ ଗୁରୁତର
- ଆଜିଠୁ ପୁରୀରେ ଆରମ୍ଭ ହେବ ବ୍ରିକ୍ସ ସମ୍ମିଳନୀ,ବିପର୍ଯ୍ୟୟ ମୁକାବିଲାର ଗୁରୁମନ୍ତ୍ର ଶିଖାଇବ ଓଡ଼ିଶା
Prev Post