କୁଏତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଗାର୍ଡ ଅଫ ଅନର

କୁଏତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଛି। କୁଏତର ବାଇନ ପ୍ୟାଲେସରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଥିଲା। ଏହି ଉତ୍ସବରେ କୁଏତର ଏମିର ଶେଖ ମେଶାଲ ଅଲ-ଅହମ୍ମଦ ଅଲ-ଜବର ଅଲ ସାବ ମଧ୍ୟ ଉପସ୍ଥିତ ଥିଲେ।