ୱେଷ୍ଟଇଣ୍ଡିଜ୍ ବିପକ୍ଷରେ କ୍ରମାଗତ ୨ୟ ଦିନିିକିଆ ଜିତିବା ପରେ ଏବେ ଶୃଙ୍ଖଳା ପୋଛିବା ଲକ୍ଷ୍ୟରେ ଭାରତୀୟ ଦଳ । ପ୍ରଥମ ମ୍ୟାଚ୍ରେ ମହମ୍ମଦ ସିରାଜ୍ଙ୍କ ବୋଲିଂ ଇଣ୍ଡିଜ୍କୁ ବିଜୟରୁ ବଞ୍ଚିତ କରିଥିବା ବେଳେ ୨ୟ ମ୍ୟାଚ୍ରେ ଅକ୍ଷର ପଟେଲଙ୍କ ବିସ୍ଫୋରକ ବ୍ୟାଟିଂ ଇଣ୍ଡିଜ୍ଠାରୁ ମ୍ୟାଚ୍ ଛଡ଼ାଇ ନେଇଥିଲା।ଭାରତ ଶୃଙ୍ଖଳା ଜିତିଥିଲେ ହେଁ ମଧ୍ୟକ୍ରମ ବ୍ୟାଟିଂ ଏବେ ମଧ୍ୟ ଚିନ୍ତାର ବିଷୟ ରହିଛି। ପ୍ରଥମ ମ୍ୟାଚ୍ରେ ୧୧ରୁ ୪୦ ଓଭର ମଧ୍ୟରେ ଭାରତ ୧୭୫ ରନ୍କରି ୪ଟି ୱିକେଟ ହରାଇଥିବା ବେଳେ ୨ୟ ମ୍ୟାଚ୍ରେ ଏହି ସମୟରେ ଭାରତ ୧୭୦ ରନ୍କରି ୫ଟି ୱିକେଟ ହରାଇଥିଲା। ସୂର୍ଯ୍ୟକୁମାର ଯାଦବ ଓ ଦୀପକ ହୁଡାଙ୍କୁ ଛାଡ଼ି ଅନ୍ୟ ସମସ୍ତ ଭାରତୀୟ ବ୍ୟାଟ୍ସମ୍ୟାନ ବଡ଼ ସ୍କୋର୍ କରିଛନ୍ତି। ୱେଷ୍ଟଇଣ୍ଡିଜ୍ ଉଭୟ ମ୍ୟାଚ୍ ହାରିଥିଲେ ହେଁ ସେପରି ଖରାପ ପ୍ରଦର୍ଶନ କରିନାହିଁ । ତେବେ ଆଜି ଓ୍ବେଷ୍ଟ ଇଣ୍ଡିଜ ମ୍ୟାଚ ଜିତିବାକୁ ଚେଷ୍ଟା କରିବ ।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Prev Post
Next Post