ଉତ୍ତର ଗାଜାରେ ବେତ୍ ଲାହିୟା ଅଞ୍ଚଳରେ ଇସ୍ରାଏଲ ସେନା ମଙ୍ଗଳବାର ଘନ ଘନ ଆକ୍ରମଣ କରିଛି। ଏଠାକାର ଏକ ପାଞ୍ଚ ମହଲା ବିଶିଷ୍ଟ କୋଠାକୁ ବୋମା ମାଡ଼ କରି ଧ୍ବସ୍ତ କରି ଦିଆଯାଇଥିଲା ବେଳେ ଏହି ଘଟଣାରେ ୨୪ ଶିଶୁଙ୍କ ସମେତ ୧୦୯ ଜଣଙ୍କ ମୃତ୍ୟୁ ହୋଇଥିବା କୁହାଯାଇଛି। ଏହାବ୍ୟତୀତ ଏହି ଘଟଣାରେ ଶତାଧିକ ଲୋକ ଆହତ ହୋଇଥିବା ପାଲେଷ୍ଟାଇନ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି। ବର୍ତ୍ତମାନ ଗାଜାର ବିଭିନ୍ନ ଶରଣାର୍ଥୀ ଶିବିର କିମ୍ବା ଆଶ୍ରୟସ୍ଥଳଗୁଡିକୁ ନିଶାଣ କରି ଇସ୍ରାଏଲ ସେନା ଆକ୍ରମଣ କରୁଥିବାରୁ ଦିନକୁ ଦିନ ସାଧାରଣ ଲୋକଙ୍କ ମୃତ୍ୟୁସଂଖ୍ୟା ବଢିବାରେ ଲାଗିଛି। ଗାଜାରେ ଇସ୍ରାଏଲ ତୁରନ୍ତ ଆକ୍ରମଣ ବନ୍ଦ କରି ଲୋକମାନଙ୍କୁ ମାନବୀୟ ସହାୟତା ପହଞ୍ଚାଇବାକୁ ଦାବି କରାଯାଇଛି।
Trending
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
- ଚଳିତମାସ ୧୭ରୁ ଦେଶରେ ପ୍ରଥମ ଥର ବନ୍ଦେ ଭାରତ ସ୍ଲିପର ଟ୍ରେନ୍ର ଚଳାଚଳ ଆରମ୍ଭ
- ଷ୍ଟେସନରେ ଲାଗିଲା ନିଆଁ , ଷ୍ଟେସନ ମାଷ୍ଟର, ଡିଟିସି ଚାମ୍ବରରୁ ନେଇ ଟିକେଟ କାଉଣ୍ଟର ଓ ରେଲୱେ ଲାଇନ କ୍ଷତିଗ୍ରସ୍ତ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଜର୍ମାନ ଚାନସେଲର ଫ୍ରେଡ୍ରିଚ୍ ମର୍ଜ ଙ୍କ ଦ୍ୱିପାକ୍ଷିକ ଆଲୋଚନା
Prev Post