ରବିବାର ହେବାକୁ ଥିବା ମହିଳା ଟ୍ବେଣ୍ଟି-୨୦ ବିଶ୍ବକପ୍ ଫାଇନାଲ୍ରେ ଦକ୍ଷିଣ ଆଫ୍ରିକାକୁ ଭେଟିବ ନ୍ୟୁଜିଲାଣ୍ଡ। ପୂର୍ବରୁ ନ୍ୟୁଜିଲାଣ୍ଡ ମହିଳା ଦଳ କେବଳ ୨୦୦୦ ମସିହାରେ ଦିନିକିଆ ବିଶ୍ବକପ୍ ବିଜେତା ହୋଇଥିଲା। ଏବେ ୨୪ ବର୍ଷ ପରେ ପୁଣି ଥରେ ବିଶ୍ବକପ୍ ଟ୍ରଫି ଧରିବାକୁ ନ୍ୟୁଜିଲାଣ୍ଡ ମହିଳାମାନେ ପ୍ରସ୍ତୁତ ହେଉଛନ୍ତି।
Trending
- ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ଘଟଣା: ସାଙ୍ଗ ଓ ଦୁଇ ଅଭିଯୋଗକାରୀ ଯୁବତୀଙ୍କୁ ପଚରା ଉଚରା କଲା NHRC ଟିମ୍
- ରୁପାଲି ଛକ ନିକଟରେ କୁଢ଼ କୁଢ଼ ଅଳିଆ ଓ ମଦ ବଟଲ ଦେଖି ରାଗିଗଲେ ଭୁବନେଶ୍ୱର ମେୟର
- ଦିଲ୍ଲୀର ମାଲବ୍ୟ ନଗରରେ ଥିବା ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ, ନିଆଁ ଲାଗି ୨୦ ଜଣଙ୍କ ମୃତ୍ୟୁ,ଏକାଧିକ ଗୁରୁତର
- ଆଜିଠୁ ପୁରୀରେ ଆରମ୍ଭ ହେବ ବ୍ରିକ୍ସ ସମ୍ମିଳନୀ,ବିପର୍ଯ୍ୟୟ ମୁକାବିଲାର ଗୁରୁମନ୍ତ୍ର ଶିଖାଇବ ଓଡ଼ିଶା
- STF ର DIG ଭାବେ ଦାୟିତ୍ୱ ଗ୍ରହଣ କଲେ ଆଇପିଏସ ଡକ୍ଟର କନୱର ବିଶାଲ ସିଂହ
- ସବୁଠୁ ଅଧିକ ସମୟ ଯାଏ ନିର୍ବାଚିତ ପ୍ରଧାନମନ୍ତ୍ରୀ ହେବାର ରେକର୍ଡ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ , ଭାଙ୍ଗିବେ ନେହରୁଙ୍କ ରେକର୍ଡ
- ଫାର୍ମ ହାଉସରୁ ମିଳିଲା ହାତୀର ମୃତଦେହ
- ରାଜ୍ୟ କ୍ୟାବିନେଟ: ଆସିବ ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ
- ଦିଲ୍ଲୀ ଗଲେ ନବୀନ
- ଓଡ଼ିଶା ସରକାରଙ୍କ ନୂଆ ନିର୍ଦ୍ଦେଶନାମା ,ଆଜି ଠାରୁ କେବଳ କିଣାହେବ ଇଭି ଯାନ