ନ୍ୟାଶନାଲ ଷ୍ଟାଡିୟମରେ ବୁଧବାର ଅନୁଷ୍ଠିତ ଆଇସିସି ଚାମ୍ପିୟନ୍ସ ଟ୍ରଫିର ଉଦ୍ଘାଟନୀ ମ୍ୟାଚରେ ନ୍ୟୁଜିଲାଣ୍ଡ ୬୦ ରନରେ ପାକିସ୍ତାନକୁ ପରାସ୍ତ କରିଛି। ଓ୍ବିଲ୍ ୟଙ୍ଗ୍ ଓ ଟମ୍ ଲଥାମଙ୍କ ଶତକ ସହାୟତାରେ ନ୍ୟୁଜିଲାଣ୍ଡ ୫୦ ଓଭରରେ ୫ ଉଇକେଟ ହରାଇ ୩୨୦ ରନ କରିଥିଲା। ୩୨୧ ବିଜୟ ଲକ୍ଷ୍ୟରେ ପାକିସ୍ତାନ ୪୭.୨ ଓଭରରେ ୨୬୦ ରନକରି ଅଲ୍ଆଉଟ ହୋଇ ଯାଇଥିଲା।
Trending
- ବର୍ତ୍ତମାନ କରାଯାଇଥିବା GST ସଂସ୍କାର ଦ୍ୱାରା ଘର ନିର୍ମାଣ, ଗାଡ଼ି କିଣିବା, ବୁଲାବୁଲି ଖର୍ଚ୍ଚ କମିବ – ପ୍ରଧାନମନ୍ତ୍ରୀ
- ବନ୍ଦ ଥିବା ୭୦ ଟି ମଦ ଦୋକାନ ଖୋଲିବା ପାଇଁ ମିଳିଛି ଅନୁମତି
- ଆରପାରିରେ ଆଦିବାସୀ ନେତା ଜର୍ଜ ତିର୍କୀ, ଗଭୀର ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
- ମହିଳାଙ୍କୁ ଟାଣିନେଇଥିଲା କୁମ୍ଭୀର , ମିଳିଲା ମୃତଦେହ
- ଆସାମ ରାଇଫଲ୍ସର ଗାଡ଼ି ଉପରେ ଆକ୍ରମଣ, ୨ ଜଣ ଯବାନ ସହିଦ ଓ ୩ ଯବାନ ଆହତ
- ବିଜେଡି ନେତା ଦିଲ୍ଲୀପ ନାୟକଙ୍କୁ କାହିଁକି ଉଠାଇ ନେଲା EOW !
- ବିଦ୍ୟାଳୟରେ ଭଗବତ ଗୀତା ପାଠ କରିବେ ଛାତ୍ରଛାତ୍ରୀ
- ମାତ୍ର ୪ ମିନିଟ ଚାଲିବା ପରେ ଅପରାହ୍ଣ ୪ଟା ଯାଏ ଗୃହ ମୁଲତବୀ ଘୋଷଣା କଲେ ବାଚସ୍ପତି
- ରାହୁଲ ଦେଶରେ ନିଆଁ ଲଗାଇବାକୁ ଚାହୁଁଛନ୍ତି : ବିଜେପି
- ଶୁଭମିତ୍ରା ହତ୍ୟାକାରୀ ଦୀପକଙ୍କ ଗୁମର ଫିଟୁଛି