ନ୍ୟାଶନାଲ ଷ୍ଟାଡିୟମରେ ବୁଧବାର ଅନୁଷ୍ଠିତ ଆଇସିସି ଚାମ୍ପିୟନ୍ସ ଟ୍ରଫିର ଉଦ୍ଘାଟନୀ ମ୍ୟାଚରେ ନ୍ୟୁଜିଲାଣ୍ଡ ୬୦ ରନରେ ପାକିସ୍ତାନକୁ ପରାସ୍ତ କରିଛି। ଓ୍ବିଲ୍ ୟଙ୍ଗ୍ ଓ ଟମ୍ ଲଥାମଙ୍କ ଶତକ ସହାୟତାରେ ନ୍ୟୁଜିଲାଣ୍ଡ ୫୦ ଓଭରରେ ୫ ଉଇକେଟ ହରାଇ ୩୨୦ ରନ କରିଥିଲା। ୩୨୧ ବିଜୟ ଲକ୍ଷ୍ୟରେ ପାକିସ୍ତାନ ୪୭.୨ ଓଭରରେ ୨୬୦ ରନକରି ଅଲ୍ଆଉଟ ହୋଇ ଯାଇଥିଲା।
Trending
- ଆଜି ନୀଳାଦ୍ରି ବିଜେ,ମହାପ୍ରଭୁ ରସଗୋଲା ଦେଇ ମା’ ଲକ୍ଷ୍ମୀଙ୍କ ମାନଭଞ୍ଜନ କରିବେ
- ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍–୧୬’ର ବିଜେତା ଭାବେ ଇତିହାସ ସୃଷ୍ଟି କଲେ ଓଡ଼ିଶା ଝିଅ ଜ୍ୟୋତିର୍ମୟୀ ନାୟକ
- ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ପରଲୋକ , ଭଟଲି ନିର୍ବାଚନମଣ୍ଡଳୀର ତିନି ଥର ବିଧାୟକ ଥିଲେ ସୁଶାନ୍ତ ସିଂ
- କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଭାବେ କାର୍ଯ୍ୟଭାର ସମ୍ଭାଳିଲେ ପ୍ରହ୍ଲାଦ ଯୋଶୀ
- ଭୁବନେଶ୍ୱରରେ ପୁଣି ହିଟ୍ ଆଣ୍ଡ୍ ରନ୍ , ତମାଣ୍ଡୋ ଫୁଟ୍ ଓଭରବ୍ରିଜ୍ ନିକଟରେ ଧକ୍କା ଦେଲା ଅଜଣା ଗାଡ଼ି,ମିଳିଲା ମୃତକଙ୍କ ମୁଣ୍ଡ ବିହୀନ ମୃତଦେହ
- ଆଜି ଦେଶ ପାଳୁଛି ୨୭ତମ କାରଗିଲ ବିଜୟ ଦିବସ, ଯବନାଙ୍କ ବଳିଦାନକୁ ଶ୍ରଦ୍ଧାଞ୍ଜଳି ଜଣାଉଛନ୍ତି ଦେଶବାସୀ
- ବୀର ଯବାନଙ୍କୁ ଶ୍ରଦ୍ଧାଞ୍ଜଳି,ମନ୍ କୀ ବାତ୍’ରେ କାର୍ଗିଲ୍ ବୀରଙ୍କ ବୀରତ୍ୱ ଏବଂ ସାହସର କଥାକୁ ମନେପକାଇଲେ ମୋଦୀ
- ପ୍ରବଳ ବର୍ଷା ଯୋଗୁଁ ଖୋଲିଲା ହରିହର ଯୋର ଡ୍ୟାମର ୪ଟି ଗେଟ୍,ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ
- ଆଜି ରଥ ଉପରେ ଶ୍ରୀଜିଉଙ୍କ ‘ଅଧର ପଣା’ ନୀତି ,ଅଶରୀରୀ ଓ ଚଣ୍ଡୀ-ଚାମୁଣ୍ଡାଙ୍କ ଉଦ୍ଧାର ପାଇଁ ରଥରେ ଭଙ୍ଗାଯିବ ୯ଟି ମାଟି ହାଣ୍ଡି
- ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେବାର ନିଷ୍ପତ୍ତି ଧର୍ମେନ୍ଦ୍ର ପ୍ରଧାନଙ୍କ ଉଚ୍ଚ ନୈତିକ ଆଦର୍ଶ ଓ ଦାୟିତ୍ୱବୋଧର ପରିଚୟ : ମୁଖ୍ୟମନ୍ତ୍ରୀ ମୋହନ ମାଝୀ