ଟ୍ରମ୍ପଙ୍କୁ ଅଭିନନ୍ଦନ ଜଣାଇଲେ ମୋଦୀ

ଆମେରିକାର ୪୭ତମ ରାଷ୍ଟ୍ରପତି ଭାବେ ଡୋନାଲ୍ଡ ଟ୍ରମ୍ପ ଶପଥ ଗ୍ରହଣ କରିଛନ୍ତି। ଏହି ଅବସରରେ  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ମୋଦୀ ସୋସିଆଲ ମିଡିଆ ଏକ୍ସରେ ଲେଖିଛନ୍ତି,”ମୋର ପ୍ରିୟ ବନ୍ଧୁ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକାର ୪୭ତମ ରାଷ୍ଟ୍ରପତି ଭାବରେ ଐତିହାସିକ ଶପଥ ଗ୍ରହଣ ଉତ୍ସବରେ ଅଭିନନ୍ଦନ।