ସାଉଦି ଆରବ ୨୦୩୪ରେ ହେବାକୁ ଥିବା ଫୁଟବଲ ବିଶ୍ୱକପ୍ ଆୟୋଜନ କରିବ ବୋଲି ଫିଫା ଘୋଷଣା କରିଛି। ଏହାବ୍ୟତୀତ ୨୦୩୦ ଫିଫା ବିଶ୍ୱକପ୍ ମଧ୍ୟ ଘୋଷଣା କରାଯାଇଛି। ୨୦୩୦ ବିଶ୍ବକପ୍ ସ୍ପେନ୍, ପର୍ତ୍ତୁଗାଲ୍ ଓ ମରୋକ୍କୋ ମିଳିତ ଭାବେ ଆୟୋଜନ କରିବେ। ଫିଫା ସଭାପତି ଜିଆନି ଇନଫାଣ୍ଟିନୋ ଏହା ଘୋଷଣା କରିଛନ୍ତି। ଆୟୋଜନ କରିବାକୁ ସାଉଦି ଆରବ ପାଇଁ କୌଣସି ଚ୍ୟାଲେଞ୍ଜ ନଥିଲା। ଫିଫା ବିଶ୍ୱକପ୍ ପାଇଁ ହୋଇଥିବା ବୈଠକରେ ୨୦୦ରୁ ଅଧିକ ସଦସ୍ୟ ଦେଶ ସର୍ବସମ୍ମତିକ୍ରମେ ଏହାକୁ ଅନୁମୋଦନ କରିଛନ୍ତି।
Trending
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
- ଶ୍ରୀମନ୍ଦିରରେ ଏଏସଆଇ ଟିମ୍,ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ
- ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିଛି ଭାରତ,ସଫଳତାର ସହ ଉତକ୍ଷେପଣ କଲା
- ୨୦ ଦିନ ଧରି ଅନଶନରେ ଥିବା ଶିକ୍ଷା ଓ ପରିବେଶବିତ୍ ସୋନମ ୱାଙ୍ଗଚୁକଙ୍କୁ ଉଠାଇ ନେଲା ପୋଲିସ
- ଆଇଆଇସି ବିୟୁଟି ମହାନ୍ତି ଆତ୍ମହତ୍ୟା ମାମଲା: ମିଳିଛି ଡିଜିଟାଲ ଏଭିଡେନ୍ସ
- ଚିଲିକାରେ ଅନନ୍ୟ ‘ଜଳ ରଥଯାତ୍ରା’ , ଡଙ୍ଗାରେ ମାଉସୀ ମା’ ମନ୍ଦିର ଯାତ୍ରା କଲେ ମହାପ୍ରଭୁ