ଆଜି ଦେଶ ପାଳୁଛି ବନ୍ଧୁତ୍ୱ ଦିବସ। ତେବେ ଅଗଷ୍ଟ ମାସର ପ୍ରଥମ ରବିବାର ବନ୍ଧୁତ୍ୱ ଦିବସ ଭାବେ ପାଳନ କରାଯାଇଥାଏ। ସେହିପରି ଭାରତ ଭଳି ଅନେକ ଦେଶ ଅଛି ଯେଉଁ ଦେଶ ମାନଙ୍କରେ ସ୍ୱତନ୍ତ୍ର ଢଙ୍ଗରେ ବନ୍ଧୁତ୍ୱ ଦିବସ ପାଳନ କରାଯାଇଥାଏ। ବନ୍ଧୁତ୍ୱର ପବିତ୍ର ସମ୍ପର୍କ ଅନ୍ୟ ସମସ୍ତ ସମ୍ପର୍କ ଠାରୁ ବହୁ ଉଚ୍ଚରେ। ସେହିପରି କୃଷ୍ଣ ସୁଦାମାଙ୍କ ବନ୍ଧୁତ୍ୱ ହେଉଛି ସମସ୍ତଙ୍କ ପାଇଁ ଉଦାହରଣ। ତେବେ ଆଜିର ଯୁବପିଢିମାନେ ବନ୍ଦୁତ୍ୱ ଦିବସକୁ କେବଳ ସୋସିଆଲ ମିଡିଆ ଜରିଆରେ ପାଳନ କରୁଛନ୍ତି। ପୂର୍ବରୁ ସାଙ୍ଗ ସାଙ୍ଗକୁ ଫ୍ରେଣ୍ଡସିପ ବ୍ୟାଣ୍ଡ ଦେଇ ବନ୍ଧୁତ୍ୱ ଦିବସ ପାଳନ କରୁଥିବା ବେଳେ ବର୍ତ୍ତମାନ ସମୟରେ କେବଳ ସୋସିଆଲ ମିଡିଆ ମାଧ୍ୟମରେ ଶୁଭେଚ୍ଛା ଜଣାଇ ବନ୍ଧୁତ୍ୱ ଦିବସ ପାଳନ କରାଯାଉଥିବା ଦେଖିବାକୁ ମିଳୁଛି। ଆଉ ପୂର୍ବ ପରି ସାଙ୍ଗ ସାଙ୍ଗଙ୍କ ମଧ୍ୟରେ ଥିବା ସେହି ନିବିଡ଼ତା ଦେଖିବାକୁ ମିଳୁନାହିଁ। କିନ୍ତୁ ଏହା ପରେ ମଧ୍ୟ ଏପରି କିଛି ଯୁବ ପିଢି ଅଛନ୍ତି ଯେଉଁମାନେ ବନ୍ଧୁତ୍ୱର ଏହି ପବିତ୍ର ଦିନକୁ ଅତି ନିଆରା ଢଙ୍ଗରେ ପାଳିଥାନ୍ତି।
Trending
- ନବ ନିର୍ମିତ ତାଳବଣିଆ ଥାନା କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଓଡ଼ିଶା ପାଇଁ ହେବାକୁ ଥିବା ରାଜ୍ୟସଭା ଉପନିର୍ବାଚନରେ ଦେବାଶିଷଙ୍କୁ ପ୍ରାର୍ଥୀ କଲା ବିଜେପି
- ଭାରତ ଓ ରୁଷ ମଧ୍ୟରେ ବଡ଼ ଧରଣର ବିମାନ ଚୁକ୍ତି ସ୍ୱାକ୍ଷରିତ
- ପୁରୀରେ ବ୍ରିକ୍ସ ରାଷ୍ଟ୍ର ସମୂହର ସମ୍ମିଳନୀକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- କନଷ୍ଟେବଳ ସୌମ୍ୟ ରଞ୍ଜନ ସ୍ବାଇଁଙ୍କ ହତ୍ୟା ମାମଲା: ବରିଷ୍ଠ ଆଇପିଏସ୍ ଙ୍କୁ ଆଜି ଅତିଥି ଭବନରେ ଜେରା କରିପାରେ NHRC
- ବିହାରର ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁରେ ଭୟଙ୍କର ଅଗ୍ନିକାଣ୍ଡ, 4 ମୃତ , କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
- ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ଘଟଣା: ସାଙ୍ଗ ଓ ଦୁଇ ଅଭିଯୋଗକାରୀ ଯୁବତୀଙ୍କୁ ପଚରା ଉଚରା କଲା NHRC ଟିମ୍
- ରୁପାଲି ଛକ ନିକଟରେ କୁଢ଼ କୁଢ଼ ଅଳିଆ ଓ ମଦ ବଟଲ ଦେଖି ରାଗିଗଲେ ଭୁବନେଶ୍ୱର ମେୟର
- ଦିଲ୍ଲୀର ମାଲବ୍ୟ ନଗରରେ ଥିବା ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ, ନିଆଁ ଲାଗି ୨୦ ଜଣଙ୍କ ମୃତ୍ୟୁ,ଏକାଧିକ ଗୁରୁତର
- ଆଜିଠୁ ପୁରୀରେ ଆରମ୍ଭ ହେବ ବ୍ରିକ୍ସ ସମ୍ମିଳନୀ,ବିପର୍ଯ୍ୟୟ ମୁକାବିଲାର ଗୁରୁମନ୍ତ୍ର ଶିଖାଇବ ଓଡ଼ିଶା
Next Post