ଆଡିଲେଡ୍ ଟେଷ୍ଟରେ ଟସ୍ ଜିତି ଟିମ୍ ଇଣ୍ଡିଆର ବ୍ୟାଟିଂ ନିଷ୍ପତ୍ତି । ଏହି ଦିବାରାତ୍ର ଟେଷ୍ଟ ମ୍ୟାଚରେ ଖାତା ଖୋଲିବା ପୂର୍ବରୁ ପାଭିଲିୟନକୁ ଫେରିଲେ ଓପନର ଯଶସ୍ବୀ ଯଶଓ୍ବାଲ । ଆଜି ମିଡିଲ ଅର୍ଡରରେ ପଡିଆକୁ ଓହ୍ଲାଇବେ କ୍ୟାପଟେନ୍ ରୋହିତ ଶର୍ମା । ଏହି ମ୍ୟାଚ ଦେଖିବାକୁ କ୍ରୀଡାପ୍ରେମୀଙ୍କ ଲମ୍ବା ଲାଇନ ଦେଖିବାକୁ ମିଳିଛି । ପ୍ରଥମ ଟେଷ୍ଟରେ ମାଟି କାମୁଡିଥିଲା ଅଷ୍ଟ୍ରେଲିଆ ବର୍ଡର ଗାଭାସ୍କର ସିରିଜରେ ୧-୦ରେ ଆଗୁଆ ରହିଛି ଟିମ୍ ଇଣ୍ଡିଆ ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ