ପାକିସ୍ତାନରେ ଇମ୍ରାନ ଖାନଙ୍କୁ ଜେଲ ପଠାଇବା ପାଇଁ ଚାଲିଛି କସରତ । ସେଠାକାର ସରକାର ତାଙ୍କ ନାମରେ ଆତଙ୍କବାଦ ବିରୋଧୀ ମାମଲା ମଧ୍ୟ ଦାୟର କରିଛନ୍ତି । ତାଙ୍କ ଅଭିଭାଷଣ ପରେ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ବିରୋଧରେ ପୋଲିସ ମାମଲା ରୁଜୁ କରିଛି। ତାଙ୍କ ଦଳର ନେତା ଗିରଫ ହେବା ପରେ ଇମ୍ରାନ ଖାନ ମହିଳା ବିଚାରପତି ଏବଂ ପୋଲିସ ଅଧିକାରୀଙ୍କୁ ଖୋଲାଖୋଲି ଧମକ ଦେଇଥିଲେ। ଏଭଳି ଆକ୍ରମଣ ଧମକ ପାଇଁ ଗୁରୁତର ଦଫା ତାଙ୍କ ନାମରେ ଲାଗିଛି । ଶାହବାଜ ସରିଫ ସରକାର ଇମ୍ରାନଙ୍କ ବିରୋଧରେ ଆତଙ୍କବାଦ ବିରୋଧୀ ଆଇନ ଅନୁଯାୟୀ ଏଫଆଇଆର ଦାଖଲ କରିଛନ୍ତି। ଯଦି ଇମ୍ରାନ ଦୋଷୀ ସାବ୍ୟସ୍ତ ହୁଅନ୍ତି, ତେବେ ସେ ଦୀର୍ଘ ସମୟ ପର୍ଯ୍ୟନ୍ତ ଜେଲରେ ରହିପାରିବେ ବୋଲି ସେଠାକାର ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ