ବ୍ରିସବେନର ଗାବା ଠାରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଇଥିବା ଟେଷ୍ଟ ସିରିଜର ତୃତୀୟ ମ୍ୟାଚ ଡ୍ର ହୋଇଥିଲା। ଅଷ୍ଟ୍ରେଲିଆ ଜିତିବା ପାଇଁ ଭାରତକୁ ୨୭୫ ରନର ଲକ୍ଷ୍ୟ ଦେଇଥିଲା। କିନ୍ତୁ ମ୍ୟାଚର ପଞ୍ଚମ ଦିନରେ ଚା’ ବିରତି ପରେ ମ୍ୟାଚ ଆରମ୍ଭ ହୋଇପାରିଲା ନାହିଁ। ବର୍ଷା ଏବଂ କମ ଆଲୋକକୁ ଦୃଷ୍ଟିରେ ରଖି ମ୍ୟାଚ ଡ୍ର ବୋଲି ଘୋଷଣା କରାଯାଇଥିଲା। ଏହି ସିରିଜରେ ଭାରତ ଏବଂ ଅଷ୍ଟ୍ରେଲିଆର ଦଳ ୧-୧ରେ ବରାବର ହୋଇଛି।
Trending
- “ପଶ୍ଚିମବଙ୍ଗକୁ ଦୁଷ୍କର୍ମକାରୀ ଏବଂ ଅପରାଧୀଙ୍କ ପାଇଁ ଏକ ସୁରକ୍ଷିତ ଠିକଣା – ବିଜେପି
- ପୁଣି ଥରେ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି ସଙ୍ଗୀତକାର ଅଭିଜିତ ମଜୁମଦାର
- ବିଜେପିରୁ ପ୍ରାର୍ଥୀ ହେବେ ଜୟ ଢ଼ୋଲକିଆ
- ବୃହତ୍ ମତ୍ସ୍ୟ ମାର୍କେଟର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
- ଜଳେଶ୍ୱରର ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁର୍ଗାପୁରରେ ଗଣଦୁଷ୍କର୍ମ
- ରାଜ୍ୟ କ୍ୟାବିନେଟ୍ର ୨୮ତମ ବୈଠକ , ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର
- ଗଣତାନ୍ତ୍ରିକ ସମାଜରେ ଉଗ୍ରବାଦ, ଆତଙ୍କୀ କାର୍ଯ୍ୟକଳାପର କୌଣସି ସ୍ଥାନ ନାହିଁ
- ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ
- ମଝି ଆକାଶରେ ଯାତ୍ରୀ ଅସୁସ୍ଥ ଅନୁଭବ କରିବାକୁ ଏୟାର ଇଣ୍ଡିଆ ବିମାନର ଜରୁରୀକାଳନୀ ଅବତରଣ
- ଅତିରିକ୍ତ ଏସପି ସ୍ତରରେ ବଡ ଧରଣର ଅଦଳବଦଳ
Next Post