ଆମେରିକାର ନୀତି ପ୍ରତିଦିନ ବଦଳୁଛି । ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜ ନିଷ୍ପତ୍ତି ପରିବର୍ତ୍ତନ କରୁଛନ୍ତି । ଟ୍ରମ୍ପ କହିଛନ୍ତି ଯେ ଯେଉଁ ଦେଶ ସହ ଚୁକ୍ତି ହେଉଛି ସେହି ଦେଶଗୁଡ଼ିକୁ ଶୁଳ୍କ ଛାଡ଼ ଦିଆଯିବ । ଯେଉଁମାନେ ଆମେରିକା ସହିତ ଶିଳ୍ପ ରପ୍ତାନି ଉପରେ ଚୁକ୍ତି କରିବେ। ଏହି ଛାଡ଼ର ଲାଭ ବିଶେଷକରି ନିକେଲ, ସୁନା, ଔଷଧୀୟ ସାମଗ୍ରୀ ଏବଂ ରାସାୟନିକ ପଦାର୍ଥ ଭଳି ଗୁରୁତ୍ୱପୂର୍ଣ୍ଣ ଜିନିଷ ଉପରେ ଦିଆଯିବ। ଏହାର ଉଦ୍ଦେଶ୍ୟ ହେଉଛି ବିଶ୍ୱ ବାଣିଜ୍ୟ ବ୍ୟବସ୍ଥାକୁ ପୁନଃସଂଗଠିତ କରିବା, ଆମେରିକାର ବାଣିଜ୍ୟ ନିଅଣ୍ଟ ହ୍ରାସ କରିବା ଏବଂ ବାଣିଜ୍ୟିକ ଅଂଶୀଦାରମାନଙ୍କୁ ଅଧିକ ବିକ୍ରି କରିବା ପାଇଁ ପ୍ରୋତ୍ସାହିତ କରିବା।
Trending
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
- ଆଜି ପବିତ୍ର ଦୋଳପୂର୍ଣ୍ଣିମା,ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତି କାନ୍ତି ଅନୁଷ୍ଠିତ
- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଡାକିଲେ ବିଧାୟକ ଦଳ ବୈଠକ
Prev Post
Next Post