ଆମେରିକାରେ ପୁଣି ଦୁଇ ବିମାନ ମୁହାଁମୁହିଁ ଧକ୍କା
ସକାଳୁ ସକାଳୁ ଘଟିଛି ବଡ଼ ଅଘଟଣ। ଦୁଇ ବିମାନ ମୁହାଁମୁହିଁ ଧକ୍କା। ହେଲେ ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ସୂଚନା। ରନଓ୍ୱେ ସମୟରେ ଧକ୍କା ହୋଇଥିବା କୁହାଯାଉଛି। ପୂର୍ବରୁ ମଧ୍ୟ କିଛି ଦିନ ତଳେ ମଝି ଆକାଶରେ ଦୁଇ ବିମାନ ଧକ୍କା ହୋଇଥିଲା। ଫଳରେ ଅନେକ ଯାତ୍ରୀଙ୍କ ଜୀବନ ମଧ୍ୟ ଯାଇଥିଲା।